Posted inଜାତୀୟ

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି। ଦୀନେଶ ପ୍ରତାପ ସିଂ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି । ତେବେ କଂଗ୍ରେସ ପକ୍ଷରୁ ରାଏବରେଲିରୁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।

ଦୀନେଶ ପ୍ରତାପ ସିଂ ୨୦୧୯ରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ୨୦୧୯ରେ ଏକ ନିର୍ବାଚନ ରାଲିରେ ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଦୀନେଶ ପ୍ରତାପ ସିଂଙ୍କ କାନ୍ଧରେ ହାତ ରଖିଥିଲେ। ଏହାର ଫଟୋ ମଧ୍ୟ ଭାଇରାଲ ହୋଇଥିଲା। ଏହା ପରେ ହିଁ ତାଙ୍କର ସ୍ଥିତି ଭାଜପାରେ ବୃଦ୍ଧି ପାଇବାରେ ଲାଗିଲା। ଦୀନେଶ ପ୍ରତାପ ସିଂ ପୂର୍ବରୁ କଂଗ୍ରେସରେ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri