Posted inଜାତୀୟ

ଦିଲ୍ଲୀରେ ଏକାକି ନିର୍ବାଚନ ଲଢିବ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି

ନୂଆଦିଲ୍ଲୀ,୨୮।୬: ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏକଜୁଟ ହେବାରେ ଲାଗିଥିବା ବିରୋଧୀ ଦଳ ଜୁନ ୨୩ରେ ବିହାରର ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜିତ ହୋଇଥିଲେ। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଅନେକ ନେତା ଯୋଗ ଦେଇଥିଲେ।
ଇତିମଧ୍ୟରେ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବୁଧବାର କହିଛି କି ଦଳ ଦିଲ୍ଲୀର ୭ଟି ଲୋକ ସଭା ଆସନରେ ଏକାକି ନିର୍ବାଚନ ଲଢିବ। ଏଏପିର ମହାସଚିବ ସନ୍ଦିପ ପାଠକ କହିଛନ୍ତି, ନିର୍ବାଚନ ପ୍ରଚାର ସମୟରେ ଆମେ ଜନତାଙ୍କ ସାମ୍ନାରେ ନିଜର କଥା ରଖିବୁ କି କେନ୍ଦ୍ରର ଅଧ୍ୟାଦେଶ ଆପଣଙ୍କ ବିରୋଧରେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri