Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ମୂଲାୟମଙ୍କ ବୋହୂ: ରାଜନୈତିକ ଚର୍ଚ୍ଚା ଆରମ୍ଭ

ଲକ୍ଷ୍ନୌ,୧୭।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ସେପଟେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୂଲାୟମ ସିଂ ଯାଦବଙ୍କ ବୋହୂ ତଥା ଭାଜପା ନେତା ଅପର୍ଣ୍ଣା ଯାଦବ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ଅପର୍ଣ୍ଣା ଯାଦବଙ୍କ ସାକ୍ଷାତ ପରେ ୟୁପିରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ଅପର୍ଣ୍ଣାଙ୍କୁ ୟୁପିର ଯେକୌଣସି ଆସନରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ।
ଅପର୍ଣ୍ଣା ଯାଦବ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସିଏମ ଯୋଗୀଙ୍କ ସହ ତାଙ୍କର ସାକ୍ଷାତ ଫଟୋ ମଧ୍ୟ ଶେୟାର କରିଛନ୍ତି। ସେ ଏହି ବୈଠକକୁ କେବଳ ସୌଜନ୍ୟମୂଳକ ବୋଲି ବର୍ଣ୍ଣନା କରିଛନ୍ତି। ତେବେ ସିଏମ ଯୋଗୀ ଏବଂ ଅପର୍ନା ଯାଦବଙ୍କ ମଧ୍ୟରେ ହୋଇଥିବା ବୈଠକର ଏହି ଫଟୋ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାପୂର୍ବରୁ ଅପର୍ଣ୍ଣା ଯାଦବ ଭାଜପାର ଜାତୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲଙ୍କୁ ଭେଟିଥିଲେ।
ଅପର୍ଣ୍ଣା ଯାଦବ ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ସେବେଠାରୁ ସେ ନିର୍ବାଚନକୁ ନେଇ ଅନେକ ଥର ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri