Posted inଜାତୀୟ

ବିହାରରେ ଛିଣ୍ଡିଲା ଆସନ ଭାଗବଣ୍ଟା, ଏତିକି ଆସନରେ ନିର୍ବାଚନ ଲଢିବେ ଆରଜେଡି, କଂଗ୍ରେସ, ଏଭଳି ରହିଛି ଫମୁର୍ଲା…

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବିହାରରେ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମଧ୍ୟରେ ଆସନ ଭାଗବଣ୍ଟା ଉପରେ ସମାଧାନ ହୋଇଯାଇଛି। ଆଜି ଏହାର ସରକାରୀ ଘୋଷଣା କରାଯାଇପାରେ। ଆଜି ଅପରାହ୍ନରେ ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଖବରଦାତା ସମ୍ମିଳନୀରେ ଆସନ ବଣ୍ଟନ ଉପରେ ଘୋଷଣା କରାଯାଇପାରେ। ଏଥିରେ ମହାଗଠବନ୍ଧନରେ ସାମିଲ ସମସ୍ତ ଦଳର ନେତାମାନେ ଅଂଶଗ୍ରହଣ କରିବେ।

ସୂଚନାନୁସାରେ, ବିହାରର ୪୯ଟି ସିଟ ମଧ୍ୟରୁ ୨୬ଟିରେ ଆରଜେଡି ପ୍ରତିଦ୍ୱନ୍ଦ୍ୱିତା କରିବ। କଂଗ୍ରେସ ୯ ଏବଂ ବାମପନ୍ଥୀ ୫ଟି ଆସନରେ ନିଜ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବ। ଏହା ବ୍ୟତୀତ ଆରଜେଡି ଝାଡଖଣ୍ଡର ଦୁଇଟି ଆସନରେ ପ୍ରାର୍ଥୀ ଦେବ। ସୂଚନାନୁସାରେ, ଆରଜେଡିଝାଡଖଣ୍ଡର ପାଲାମୁ ଏବଂ ଚତରାରୁ ନିର୍ବାଚନ ଲଢିବ।

ସୂଚନାନୁସାରେ, ବିହାରରେ କଂଗ୍ରେସ ଆକାଉଣ୍ଟକୁ ଆସିଥିବା ଆସନଗୁଡ଼ିକ ମଧ୍ୟରେ କାଟିହାର, କିଶନଗଞ୍ଜ, ପାଟନା ସାହିବ, ସାସାରାମ, ଭାଗଲପୁର, ବେତିୟା, ମୁଜାଫରପୁର, ସାମସ୍ତିପୁର ଏବଂ ମହାରାଜଗଞ୍ଜ ରହିଛି। ସେହିପରି ସିପିଆଇଏମ୍‌ଏଲ କରାକାଟ, ଆରା ଏବଂ ନାଲନ୍ଦା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥିବ ବେଳେ ସିପିଆଇ ବେଗୁସରାଇରୁ ପ୍ରାର୍ଥୀ ଏବଂ ସିପିଆଇଏମ ଖାଗଡିଆରୁ ପ୍ରାର୍ଥୀ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?