Lok sabha Election: କ୍ରିକେଟର ୟୁସୁଫ ପଠାନଙ୍କୁ ଟିକେଟ୍‌ ଦେଲେ ମମତା, ଏହି ଠୁ ଲଢିବେ ନିର୍ବାଚନ

କୋଲକତା, ୧୦।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ସମସ୍ତ ୪୨ ସିଟ୍‌ରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ତେବେ ତୃଣମୂଳ କଂଗ୍ରେସ(ଟିଏମସି) ବହରାମପୁରରୁ କ୍ରିକେଟର ୟୁସୁଫ ପଠାନଙ୍କୁ ଟିିକେଟ୍‌ ଦେଇଛି। ଟିଏମସି ପଶ୍ଚିମବଙ୍ଗରେ ଏକାକୀ ନିର୍ବାଚନ ଲଢିବା ନେଇ ଘୋଷଣା କରିବା ପରେ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୟୁସୁଫ ବହରାମପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେ କଂଗ୍ରେସ ନେତା ଆଧୀର ରଞ୍ଜନ ଚୌଧୁରୀଙ୍କୁ ମୁକାବିଲା କରିବେ। ୟୁସୁଫଙ୍କ ବ୍ୟତୀତ ଟିଏମସିର ପ୍ରାର୍ଥୀ ତାଲିକାରେ ୪୧ଜଣଙ୍କ ନାଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri