Posted inଜାତୀୟ

ଫଳାଫଳ ଆସିବା ଠିକ୍‌ ପୂର୍ବରୁ ଯୋଗେନ୍ଦ୍ର ଯାଦବ ଦେଲେ ବଡ଼ ବୟାନ, ଜିତିବ କିଏ ହାରିବ କିଏ, କହିଦେଲେ ସ୍ପଷ୍ଟ

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନ ଫଳାଫଳ ପୂର୍ବରୁ ରାଜନୈତିକ ବିଶ୍ଳେଷକ ଯୋଗେନ୍ଦ୍ର ଯାଦବ ଏକ୍‌ଜିଟ୍‌ ପୋଲ ଉପରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଯେଉଁ ପ୍ରକାର ଭାବେ ଭାଜପା ଏକ୍‌ଜିଟ୍‌ ପୋଲକୁ ନେଇ ବୟାନ ଦେଉଛି, ଏଥିରୁ ସ୍ପଷ୍ଟ ହେଇଯାଉଛି କି ଭାଜପା ବଡ଼ ଖେଳ ଖେଳୁଛି। ଭାଜପା ସ୍ପଷ୍ଟ ଇଶାରା ହେଉଛି କି ଇଭିଏମ୍‌ ଉପରେ ପ୍ରଶ୍ନ ଉଠାନ୍ତୁ ନାହିଁ, ଏବେ ଚୁପ୍‌ ହୋଇଯାଓ, ଯାହା ଏକ୍‌ଜିଟ୍‌ ପୋଲ କହିଛି, ତାହା ହିଁ ଫଳାଫଳ।

ଯୋଗେନ୍ଦ୍ର ଟୁଇଟ କରି ଲେଖିଛନ୍ତି, ଏକ୍‌ଜିଟ୍‌ ପୋଲ ବିଷୟରେ କେବଳ କୁହାଯାଇପାରେ ଯେ ଏକ୍‌ଜିଟ୍‌ ପୋଲ କୌଣସି ସଠିକ ତଥ୍ୟ ଉପସ୍ଥାପନ କରିବାର ଗ୍ୟାରେଣ୍ଟି ନୁହେଁ। ଏକ ବାର୍ତ୍ତାଳାପର ସେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଯୋଗେନ୍ଦ୍ର ଯାଦବ କହିଛନ୍ତି, ଏକ୍‌ଜିଟ୍‌ ପୋଲରେ ମନଇଚ୍ଛା ଏନଡିଏ ପାଇଁ ଅଧିକ ସଂଖ୍ୟା ଦେଖାଯାଇଛି, ଯାହା ସେ ପୂର୍ବାନୁମାନ କରିଥିବା ଠାରୁ ବହୁତ ବଡ।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri