Posted inଜାତୀୟ

ନମୋ ଟିଭି ଉପରେ ନିର୍ବାଚନ କମିଶନଙ୍କ ଛାଟ: ଭୋଟିଂର ୪୮ ଘଣ୍ଟା ପୂର୍ବରୁ ଚାଲିବ ନାହିଁ ମୋଦିଙ୍କ ରେକର୍ଡେଡ୍‌ ଶୋ’

ନୂଆଦିଲ୍ଲୀ,୧୭।୪: ନମୋ ଟିଭିକୁ ନେଇ ନିର୍ବାଚନ କମିଶନ ଭାଜପାକୁ ବଡ଼ ଝଟକା ଦେବା ସହ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନୂଆ ନିୟମ ଅନୁଯାୟୀ ନମୋ ଟିଭିରେ ଯେକୌଣସି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇ ପାରିବ, କିନ୍ତୁ ଯେଉଁ ସହରରେ ନିର୍ବାଚନ ହେବାକୁ ଥିବ; ସେଠାରେ ୪୮ଘଣ୍ଟା ପୂର୍ବରୁ କୌଣସି ରେକର୍ଡିଂ ହୋଇଥିବା କାର୍ଯ୍ୟକ୍ରମ ପ୍ରସାରଣ କରାଯାଇ ପାରିବ ନାହିଁ। ଏହା ଉପରେ କଡା ନଜର ରଖିବାକୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ନିର୍ବାଚନ ଆୟୋଗଙ୍କୁ ଚ୍ୟାନେଲର ମନିଟରିଂ କରିବାକୁ କୁହାଯାଇଛି। ଗତ ଶନିବାର ନିର୍ବାଚନ କମିଶନ ବିନା ମଞ୍ଜୁରୀପ୍ରାପ୍ତ କୌଣସି କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ, ନମୋ ଟିଭିକୁ ନିର୍ଦ୍ଦେଶ ଦେଇଥିଲେ। ଆୟୋଗ ପକ୍ଷରୁ କୁହାଯାଇଥିଲା ଯେ, ନମୋ ଟିଭି ଭାଜପା ପ୍ରାୟୋଜିତ ଅଟେ। ତେଣୁ ତାର ସମସ୍ତ କାର୍ଯ୍ୟକ୍ରମ ଯାଞ୍ଚ କମିଟିର ସ୍ବୀକୃତି ହାସଲ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୋଦ୍ଧା ଦିନକୁ ୧୮୬ ଟଙ୍କା ପାରିଶ୍ରମିକରେ ଲଗାଉଛନ୍ତି ଜୀବନକୁ ବାଜି

ଭୋପାଳ,୨୩।୪: କରୋନା ଭାଇରସ ସାରା ଦେଶର ଚିନ୍ତାକୁ ବଢାଇ ଚାଲିଥିବା ବେଳେ ଏବେ ଏହାସହ ସିଧାସଳଖ ଲଢୁଥିବା ଲୋକଙ୍କୁ ଆମେ କରୋନା ଯୋଦ୍ଧା ବୋଲି କହୁଛୁ।...

ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହାପରେ ରାଜ୍ୟ ଗୋଇାନ୍ଦା ବିଭାଗ ତତ୍ପର ହୋଇପଡିଛି। ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା...

କରୋନା ମହାମାରୀ ସମୟରେ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ ଅସ୍ଥାୟୀ ପେନ୍‌ସନ୍‌

ନୂଆଦିଲ୍ଲୀ,୨୮।୭: କରୋନା ମହାମାରୀକୁ ନେଇ ସାରା ବିଶ୍ୱର ସାଧାରଣ ଜୀବନଯାତ୍ରା ବିଗିଡି ଯାଇଥିବା ବେଳେ ଅର୍ଥବ୍ୟବସ୍ଥା ମଧ୍ୟ ବିଗିଡି ଯାଇଛି। ତେବେ ଦେଶର କେନ୍ଦ୍ରୀୟ କର୍ମଚାରୀଙ୍କୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି...

ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍‌ ଦିଲ୍‌ଶାଦ୍‌ ଗାର୍ଡେନ

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ...

ଅନୁପ୍ରବେଶକାରୀଙ୍କୁ ଭୋଟର ତାଲିକାରେ ସାମିଲ କରୁଛନ୍ତି ଓଓ୍ବାସି-କେସିଆର୍‌: ସ୍ମୃତି ଇରାନୀ

ହାଇଦ୍ରାବାଦ୍‌,୨୫।୧୧: ଭାଜପା ସଦସ୍ୟ ସ୍ମୃତି ଇରାନୀ ତେଲଙ୍ଗାନାର ଗ୍ରେଟର ହାଇଦ୍ରାବାଦ୍‌ରେ ଡିସେମ୍ବର ୧ରେ ହେବାକୁଥିବା ନଗରନିଗମ ନିର୍ବାଚନ ପାଇଁ ପ୍ରଚାର କରିବାକୁ ପହଞ୍ଚିଛନ୍ତି। ସେ ଅସଦୁଦ୍ଦିନ୍‌...

ଅଜିତ ପାୱାର ଦଳର ‘X’ ଆକାଉଣ୍ଟ ସସ୍‌ପେଣ୍ଡ

ମୁମ୍ବାଇ,୧୩।୯: ମହାରାଷ୍ଟ୍ରରେ ଜାତୀୟତାବାଦୀ କଂଗ୍ରେସ(ଏନସିପି)ରେ ଦୁଇଟି ଦଳ ଗଠନ ହେବା ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ମଧ୍ୟରେ ଦଳର ଦାବିକୁ ନେଇ ଯୁଦ୍ଧ ଚାଲିଛି।...

Advertisement
Archives

Model This Week