Posted inଜାତୀୟ

ଇଣ୍ଡିଆ ମେଣ୍ଟରେ ଭାଜପାର ଏଜେଣ୍ଟ ହେଉଛି ଏଏପି: କଂଗ୍ରେସ ନେତା

ନୂଆଦିଲ୍ଲୀ,୨୯।୮: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ମୁମ୍ବାଇ ବୈଠକର ଦୁଇ ଦିନ ପୂର୍ବରୁ ଦିଲ୍ଲୀ କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ସନ୍ଦୀପ ଦୀକ୍ଷିତ ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପରେ ବର୍ଷିଛନ୍ତି। ଆମ ଆଦମୀ ପାର୍ଟିକୁ ଟାର୍ଗେଟ କରି ସେ କହିଛନ୍ତି, ଏହି ଦଳର ନେତା ସାଧାରଣ ଲୋକଙ୍କ ବିଷୟରେ କଥାବାର୍ତ୍ତା କରୁଥିଲେ, ଏହାର ମୁଖ୍ୟ ବର୍ତ୍ତମାନ ଏକ ବଙ୍ଗଳାରେ ରୁହନ୍ତି।

ସନ୍ଦୀପ ଦୀକ୍ଷିତଙ୍କ ଅଭିଯୋଗ ମଧ୍ୟ ରହିଛି ଯେ, କିଛି ଲୋକ ପଞ୍ଜାବ ସରକାରଙ୍କ ଟଙ୍କାକୁ ନିଜ ରାଜନୀତିରେ ବ୍ୟବହାର କରୁଛନ୍ତି। କଂଗ୍ରେସ ନେତା ଏଠାରେ ଅଟକି ନାହାଁନ୍ତି, ସେ ଆହୁରି ମଧ୍ୟ କହିଛନ୍ତି ଯେ,‘ଇଣ୍ଡିଆ’ ମେଣ୍ଟରେ ଏଏପି ଭାଜପାରର ଏଜେଣ୍ଟ ଭାବରେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri