Posted inଜାତୀୟ

ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛନ୍ତି ଅଖିଳେଶ, ୧୭ଜଣଙ୍କୁ ଦିଆଗଲା ଦାୟିତ୍ୱ

ଲକ୍ଷ୍ନୌ,୧୩।୭: ସମାଜବାଦୀ ପାର୍ଟି(ଏସ୍‌ପି)ଉତ୍ତରପ୍ରଦେଶରେ ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ଭିତ୍ତିଭୂମି ମଜବୁତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଲୋକ ସଭା ନିର୍ବାଚନରେ ଫିରୋଜାବାଦ ପାଇଁ ବୁଥ କମିଟି ଗଠନ ବ୍ୟତୀତ ଭୋଟରଙ୍କୁ ଦଳ ସହ ଯୋଡିବା ପାଇଁ ପ୍ରସ୍ତୁତି ଚାଲିଛି। ପୂର୍ବତନ ଏମ୍‌ପି ବର୍ତ୍ତମାନର କାର୍ଯ୍ୟାଳୟର ଅଧିକାରୀମାନଙ୍କୁ ଅଲଗା କରି ଲୋକ ସଭା ପାଇଁ ପୁରୁଣା କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାର୍ଟିରେ କାର୍ଯ୍ୟ କରୁଥିବା ୧୭ଜଣଙ୍କୁ ସେକ୍ଟର ଇନ-ଚାର୍ଜ କରାଯାଇଛି। ଏଥିରେ ମୁସଲିମ ଭୋଟରଙ୍କୁ ସାହାଯ୍ୟ କରିବାର ଦାୟିତ୍ୱ ପୂର୍ବତନ ମହାନଗର ସଭାପତି ହିକମତ ଉଲ୍ଲା ଖାନ, ଖାଲିଦ ନାସିର, ଛୁଟ୍ଟନ ଭୋଇଙ୍କୁ ଦିଆଯାଇଛି।

ମିଶନ ୨୦୨୪ପାଇଁ ସମାଜବାଦି ପାର୍ଟି ସଂପୂର୍ଣ୍ଣ ଭାବେ ଏକତ୍ରିତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀରେ ବସି ନିର୍ଦ୍ଦେଶ ଦେଉଥିବା ପୂର୍ବତନ ଏମ୍‌ପି ଅକ୍ଷୟ ଯାଦବ ନିର୍ବାଚନ ପାଖେଇ ଆସୁଥିବାରୁ ସେ ପ୍ରସ୍ତୁତ କରୁଛନ୍ତି। ଫିରୋଜାବାଦ ବିଧାନସଭାକୁ ନେଇ ଦଳ ଅଧିକ ସଚେତନ। ଏଥର ପରିସ୍ଥିତି ମଧ୍ୟ ବଦଳିଛି, କାରଣ ଦଳ ସହ ଜଡିତ ପୁରୁଣା ନେତାମାନେ ଦୀର୍ଘ ଦିନ ଧରି ଏମ୍‌ପିଙ୍କ ଉପରେ ଅସନ୍ତୁଷ୍ଟ ଥିଲେ। ଏହାକୁ ଦୃଷ୍ଟିରେ ରଖି ପୂର୍ବତନ ଏମ୍‌ପି ଫିରୋଜାବାଦ ବିଧାନସଭା ପାଇଁ ୧୭ ଜଣ ପୁରୁଣା କର୍ମଚାରୀଙ୍କ ଏକ ଟିମ ପ୍ରସ୍ତୁତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri