Posted inଜାତୀୟ

ଏହି ଦିନ ଘୋଷଣା ହେବ ଲୋକ ସଭା ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୫।୩: ଲୋକ ସଭା ନିର୍ବାଚନକୁ ନେଇ ୧୪-୧୫ ମାର୍ଚ୍ଚରୁ ନିର୍ବାଚନ ଆଚରଣ ବିଧି ଲାଗୁ କରାଯାଇପାରେ। ସୂତ୍ରରୁ ପ୍ରକାଶ ଯେ, ନିର୍ବାଚନ ଆୟୋଗ ଖୁବ୍‌ଶୀଘ୍ର ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି। ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲର ଦ୍ୱିତୀୟ ସପ୍ତାହରେ ହୋଇପାରେ। ୨୦୧୯ ଭଳି ଏଥର ମଧ୍ୟ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇପାରେ।

ଲୋକ ସଭା ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ନିର୍ବାଚନ ଆୟୋଗ ମଙ୍ଗଳବାର (ମାର୍ଚ୍ଚ ୫) ରେ ଏକ ଖବରଦାତା ସମ୍ମିଳନୀ ମଧ୍ୟ କରିବେ। ତେବେ ଖବରଦାତା ସମ୍ମିଳନୀରେ ନିର୍ବାଚନ ଆୟୋଗ ଲୋକ ସଭା ନିର୍ବାଚନ ତାରିଖ ଘୋଷଣା କରିବେ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।

ସୂଚନାନୁସାରେ, ଆସନ୍ତା ସପ୍ତାହରେ ନିର୍ବାଚନ କମିଶନ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ବର୍ତ୍ତମାନ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତିର ଆକଳନ ପାଇଁ ନିର୍ବାଚନ ଆୟୋଗ ଅନେକ ରାଜ୍ୟ ଗସ୍ତରେ ଅଛନ୍ତି। ସମସ୍ତ ରାଜ୍ୟରେ ପ୍ରସ୍ତୁତିର ଆକଳନ ପରେ ହିଁ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ...

ବାୟୁସେନା କର୍ମଚାରୀଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri