Posted inଜାତୀୟ

ମୋଦିଙ୍କ ହୁଙ୍କାର: ୪ ଜୁନ୍‌ରେ ୪୦୦ ପାର୍‌

ହାଇଦ୍ରାବାଦ୍‌,୧୭।୩: ଦେଶରେ ଲୋକ ସଭା ନିର୍ବାଚନ ବିଗୁଲ ବାଜିବା ପରଦିନ ଅର୍ଥାତ୍‌ ରବିବାରପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲାରେ ଏନଡିଏର ଏକ ବିଶାଳ ଜନସମାବେଶରେ ଯୋଗ ଦେଇଥିଲେ। ଏହି ରାଲିରେ ମଞ୍ଚ ଉପରେ ଏନଡିଏର ସହଯୋଗୀ ଟିଡିପି ମୁଖ୍ୟ ଏନ. ଚନ୍ଦ୍ରବାବୁ ନାଇଡୁ ଏବଂ ଜନସେନା ଦଳର ସଭାପତି ପୱନ କଲ୍ୟାଣ ମଧ୍ୟ ନଜର ଆସିଥିଲେ।
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏନଡିଏ ସରକାର ତୃତୀୟ କାର୍ଯ୍ୟକାଳରେ ବଡ ନିଷ୍ପତ୍ତି ନେବେ। ଏଥର ନିର୍ବାଚନ ଫଳାଫଳ ୪ ଜୁନରେ ଆସୁଛି ଏବଂ ଏହି ୪ ଜୁନରେ ବିକଶିତ ଭାରତ ତଥା ବିକଶିତ ଆନ୍ଧ୍ରପ୍ରଦେଶ ପାଇଁ ଭୋଟ ସଂଖ୍ୟା ୪୦୦ ଅତିକ୍ରମ କରିବ। ଏହି ନିର୍ବାଚନରେ ଭାଜପାର ସହଯୋଗୀମାନେ କ୍ରମାଗତ ଭାବେ ବୃଦ୍ଧି ପାଉଛନ୍ତି। ଏହା ଏନ୍‌ଡିଏର ଶକ୍ତି ବୃଦ୍ଧି କରୁଛି। ଏନ୍‌. ଚନ୍ଦ୍ରବାବୁ ନାଇଡୁ ଏବଂ ପୱନ କଲ୍ୟାଣ ଆପଣଙ୍କ ବିକାଶ ପାଇଁ ଦିନରାତି କାର୍ଯ୍ୟ କରୁଛନ୍ତି।
ଆନ୍ଧ୍ରପ୍ରଦେଶରେ ଏନଡିଏ ସରକାର ଏବଂ ଡବଲ ଇଞ୍ଜିନ ସରକାରଙ୍କ ଉପସ୍ଥିତି ଯୋଗୁ ବିକାଶ ତ୍ୱରାନ୍ବିତ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କେନ୍ଦ୍ରରେ ଥିବା ଏନଡିଏ ସରକାର


Enter your email to get our daily news in your inbox.

All Right Reserved By Dharitri.Com

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

କାରୁଆନାଙ୍କୁ ହରାଇଲେ ଗୁକେଶ

ଓ୍ବାର୍‌ସ,୮ା୫: ବିଶ୍ୱ ଚାମ୍ପିୟନ ଡି. ଗୁକେଶ ଏଠାରେ ଚାଲିଥିବା ସୁପର ରାପିଡ ଓ ବ୍ଲିଜ୍‌ ଟୁର୍ନାମେଣ୍ଟର ରାପିଡ୍‌ ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଆମେରିକୀୟ ଗ୍ରାଣ୍ଡମାଷ୍ଟର…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ…

ମା’ ବାମଦେଇ ଠାକୁରାଣୀ ଯାତ୍ରା ଆରମ୍ଭ ଉତ୍ସବମୁଖର ବମକୋଇ

ଦିଗପହଣ୍ଡି,୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ୭ ଦିନିଆ ଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହୋଇଛି…

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା।…

ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri