Posted inଜାତୀୟ

Lok Sabha Elections 2024: ଏହି ବଡ଼ ରାଜନୈତିକ ବିଶେଷଜ୍ଞଙ୍କ ଆକଳନକୁ ସମର୍ଥନ କଲେ ପ୍ରଶାନ୍ତ କିଶୋର, କହିଦେଲେ ଏମିତି…

ନୂଆଦିଲ୍ଲୀ,୨୫।୫: ୨୦୨୪ ନିର୍ବାଚନ ଶେଷ ପଯ୍ୟାୟ ପହଞ୍ଚିଥିବାବେଳେ ରେଜଲ୍ଟ ନେଇ ବିଭିନ୍ନ ପ୍ରକାର ଆକଳନ କରାଯାଉଛି। ଯଦିଓ ଏପର୍ଯ୍ୟନ୍ତ ଏକଜିଟ୍‌ ପୋଲ୍‌ ସାମ୍ନାକୁ ଆସିନାର୍ହି କିନ୍ତୁ ବିଭିନ୍ନ ରାଜନୈତିକ ବିଶେଷଜ୍ଞମାନେ ବିଭିନ୍ନ ପ୍ରକାର ଭବିୟେବାଣୀ କରୁଛନ୍ତି। ତେବେ ଏସବୁ ମଧ୍ୟରେ ରାଜନୈତିକ ବିଶ୍ଳେଷକ ପ୍ରଶାନ୍ତ କିଶୋର ଭାଜପା ୨୦୧୯ ଲୋକ ସଭା ପ୍ରଦର୍ଶନ ପୁଣି ପୁନରାବୃତ୍ତି କରିବ ବୋଲି ଆକଳନ କରିଛନ୍ତି ପିକେ। ସେ କହିଛନ୍ତି, ବିଜୟ ହାସଲ କଲେ ମଧ୍ୟ ୩୭୦ରୁ ଅଧିକ ସିଟ ଜିତିବାକୁ ସକ୍ଷମ ହେବ ନାହିଁ। ଅନ୍ୟପକ୍ଷରେ ଦେଶର ବଡ଼ ରାଜେନୈତିକ ବିଶେଜ୍ଞେ ଯୋଗେନ୍ଦ୍ର ଯାଦବ କହିଛନ୍ତି, ଏଥର ମଧ୍ୟ ଭାଜପା ସରକାର ଗଠନ କରିବ। ଏଥିରୁ ଜଣାପଡୁଛି ଯେ, ଉଭୟ ରାଜନୈତିକ ବିଶେଷଜ୍ଞଙ୍କ ଭୋଟ ଗଣିତରୁ ଏହା ସ୍ପଷ୍ଟ ଯେ ଏନଡିଏ ପୁଣି ସରକାର ଗଠନ କରିବାକୁ ଯାଉଛି।

ପ୍ରଶାନ୍ତ କିଶୋର ସୋସିଆଲ ମିଡିଆ ଏକ୍ସରେ ଯୋଗେନ୍ଦ୍ର ଯାଦବଙ୍କ ଭିଡିଓର ସ୍କ୍ରିନସଟ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଲୋକ ସଭା ନିର୍ବାଚନର ଫଳାଫଳ ବିଷୟରେ ପୂର୍ବାନୁମାନ କରିଥିଲେ। ସେ ଆକଳନ କରିଛନ୍ତି ଯେ, ଭାଜପା ଏଥର ୨୪୦ ରୁ ୨୬୦ ସିଟ ଜିତିଥିବାବେଳେ ଏନଡିଏ ୩୫ରୁ ୪୫ ସିଟ ଜିତିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri