Posted inଜାତୀୟ

ମୁଁ ଗ୍ୟାରେଣ୍ଟି ଦେଉଛି, ୨୦୨୪ରେ ଆମେ ଭାଜପାକୁ ହରାଇବୁ: ରାହୁଲ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଲଦାଖରେ କାର୍ଯ୍ୟକର୍ତ୍ତାଙ୍କ ସହ କଥାବାର୍ତ୍ତା ବେଳେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ମୁଁ ଆପଣଙ୍କୁ ଗ୍ୟାରେଣ୍ଟି ଦେଉଛି, ଆମେ ୨୦୨୪ରେ ଭାଜପାକୁ ହରାଇବୁ। ଏହା ସହିତ ସେ କହିଛନ୍ତି ଯେ, ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲଙ୍ଗାନା ନିର୍ବାଚନରେ କଂଗ୍ରେସ ଜିତିବ।

ରାହୁଲ ଗାନ୍ଧୀ ଲଦାଖ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ବିଭିନ୍ନ କ୍ଷେତ୍ରରେ ଲୋକଙ୍କୁ ଭେଟୁଛନ୍ତି। ଏହିପରି ଏକ ବୈଠକରେ ଯେତେବେଳେ ସେ ଯୁବକମାନଙ୍କ ସହ କଥାବାର୍ତ୍ତା କରୁଥିଲେ, ଜଣେ ଯୁବକ ତାଙ୍କୁ ଏକ ପ୍ରଶ୍ନ ପଚାରିଥିଲେ, ଭାଜପାକୁ କିପରି ପରାସ୍ତ କରିବେ? ଏହା ଉପରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ଆପଣ ଭାବିବା ଉଚିତ୍‌ ନୁହେଁ କି କଂଗ୍ରେସ ଭାଜପା ସହିତ ପ୍ରତିଦ୍ୱନ୍ଦ୍ୱିତା କରିପାରିବ ନାହିଁ। ମୁଁ ଆପଣଙ୍କୁ ଏକ ଗ୍ୟାରେଣ୍ଟି ଦେଉଛି ଯେ ୨୦୨୪ ରେ ଆମେ ଭାଜପାକୁ ପରାସ୍ତ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri