Posted inଜାତୀୟ

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୁଧବାର ସ୍ଥଗିତ ରଖାଯାଇଛି। ମୌସୁମୀ ଅଧିବେଶନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହର ସାଧାରଣ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ସେହିପରି ରାଜ୍ୟ ସଭାରେ ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ରଖାଯାଇଛି। ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଥିଲା। ତେବେ ଏବେ ଲୋକ ସଭାକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri