Posted inଜାତୀୟ

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ

ନୂଆଦିଲ୍ଲୀ,୨୫।୩: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଗୁରୁବାର ସ୍ଥଗିତ ରଖାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହିତ କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଆଦି ୪ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲୋକ ସଭାର ବଜେଟ ଅଧିବେଶନକୁ ସମୟ ପୂର୍ବରୁ ସ୍ଥଗିତ ରଖାଯାଇଛି। ଅଧିବେଶନ ଏପ୍ରିଲ୍‌ ୮ରେ ଶେଷ ହୋଇଥାନ୍ତା। ମାତ୍ର ଏହାକୁ ୧୪ ପୂର୍ବରୁ ସ୍ଥଗିତ ରଖାଯାଇଛି। ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ମାର୍ଚ୍ଚ ୨୭ରେ ଅନୁଷ୍ଠିତ ହେବ। ଏହାର ୨ ଦିନ ପୂର୍ବରୁ ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ସ୍ଥଗିତ ରଖାଯିବା ସମ୍ପର୍କରେ ଘୋଷଣା କରାଯାଇଛି। ବିଧାନସଭା ନିର୍ବାଚନ ମାର୍ଚ୍ଚ ୨୭ରୁ ଏପ୍ରିଲ୍‌ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନିର୍ବାଚନ ଫଳାଫଳ ମେ ୨ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri