Posted inଜାତୀୟ

ଲୋକ ସଭା, ରାଜ୍ୟ ସଭା ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୧୨: ପାର୍ଲାମେଣ୍ଟର ଉଭୟ ଗୃହ ଲୋକ ସଭା ଏବଂ ରାଜ୍ୟ ସଭାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଡିସେମ୍ବର ୨୯ ପର୍ଯ୍ୟନ୍ତ ଗୃହର ପ୍ରକ୍ରିୟା ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ଏହାପୂର୍ବରୁ ଉଭୟ ଗୃହକୁ ସ୍ଥଗିତ କରାଯାଇଛି।
୭ ଡିସେମ୍ବରରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନରେ, ମୋଟ ୬୨ଘଣ୍ଟା ୪୨ ମିନିଟର ୧୩ଟି ବୈଠକ ଅନୁଷ୍ଠିତ ହୋଇଥିଲା। ଶୀତ ଅଧିବେଶନ ଶେଷରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଚାମ୍ବରରେ ପାରମ୍ପରିକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ ଏବଂ ଅନ୍ୟ ନେତାମାନେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥ ଯାତ୍ରା ନାଁରେ କଶ୍ମୀର ଲୋକଙ୍କୁ ହଇରାଣ କରା ନ ଯାଉ: ମେହବୁବା ମୁଫତି

ଶ୍ରୀନଗର, ୭।୭: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଅମରନାଥ ଯାତ୍ରାକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଅମରନାଥ ଯାତ୍ରାକୁ ମୁଁ...

ଗୁଲାମନବୀଙ୍କୁ କ୍ଷମା ମାଗିଲେ ରାହୁଲ

ଶ୍ରୀନଗର,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ପହଞ୍ଚିଛି। ଇତିମଧ୍ୟରେ ରାହୁଲ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିର ମୁଖ୍ୟ ଗୁଲାମ...

କେଜରିଓ୍ବାଲଙ୍କ ବିରୋଧରେ ଲଢିବାକୁ ଭାଜପା-କଂଗ୍ରେସକୁ ମିଳୁନାହାନ୍ତି ପ୍ରାର୍ଥୀ!

ନୂଆଦିଲ୍ଲୀ,୨୦।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ନୂଆଦିଲ୍ଲୀ ଆସନରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ସୋମବାର ନାମାଙ୍କନ ଦାଖଲ କରିବେ...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ କମିଛି: ଡବ୍ଲ୍ୟୁଏଚ୍‌ଓ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ତେବେ କରୋନା ପିକ୍‌ ବିଷୟରେ କୌଣସି ସରକାରୀସ୍ତରରେ ନିଶ୍ଚିତକରଣ ହୋଇନାହିଁ। କିନ୍ତୁ...

ଭାଜପା ଆଇଟି ସେଲ୍‌ ମୁଖ୍ୟଙ୍କୁ ଏଡିଟର୍ସ ଗିଲ୍ଡର ସମାଲୋଚନା

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ଖବରଦାତା ରାଜଦୀପ୍‌ ସାରଦେଶାଇଙ୍କ ବିରୋଧରେ ଅନ୍‌ଲାଇନ ମତାମତ ସଂଗ୍ରହ କରୁଥିବା ଭାଜପା ଆଇଟି ସେଲ୍‌ ମୁଖ୍ୟ ଅମିତ୍‌ ମାଲବ୍ୟଙ୍କୁ ଏଡିଟର୍ସ ଗିଲ୍ଡ ପକ୍ଷରୁ ସମାଲୋଚନା...

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ...

କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି...

Advertisement
Archives

Model This Week