ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ଲୋକସେବା ଭବନ, ବିଧାନସଭାର ରୂପରେଖ

ଭୁବନେଶ୍ୱର,୮ା୬: ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା ପାଇଁ ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି।

ସେହିପରି ମନ୍ତ୍ରୀ କହିଛନ୍ତି, ଚନ୍ଦ୍ରଶେଖରପୁରରେ ଓଡ଼ିଶା ମଣ୍ଡପ ନିର୍ମାଣ ହେବ। ୧୦ ହଜାର ଲୋକ ବସିବା କ୍ଷମତାର କନ୍‌ଭେନସନ୍‌ ସେଣ୍ଟର ରହିବ। ଅନ୍ୟପକ୍ଷରେ ପୁରୀ ବଡ଼ଦାଣ୍ଡରେ ସବୁଦିନ ପାଇଁ ମଦ ଓ ଆମିଷ ବିକ୍ରି ବନ୍ଦ ହେ।  ଶ୍ରୀମନ୍ଦିର ଓ ବଡ଼ଦାଣ୍ଡର ୨ କିମି ପରିଧିରେ ମଦ ବାର୍‌ ମନା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri