
ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।
ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।
ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ...
ଭୁବନେଶ୍ୱର,୧୭।୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ...
ବଣାଇ,୧୭।୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ତାଳ ବହାଳୀ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ପୁଅ (ଦଶରଥ ଭୂମିଜ) ଶୋଇଥିବା...
ଭୁବନେଶ୍ୱର,୧୭।୩: ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପାଣିପାଗ ବିଭାଗ ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରିଛି। ଏ ନେଇ ବୌଦ୍ଧ ଜିଲାକୁ...
ଭୁବନେଶ୍ୱର,୧୭।୩: ଉତ୍କର୍ଷ ଓଡିଶା – ମେକ୍ ଇନ୍ ଓଡିଶା କନକ୍ଲେଭର ସଫଳତା ପରେ, ୧୩୫ ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକ...
ବରଗଡ଼, ୧୭।୩( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି।...
ଭୁବନେଶ୍ୱର,୧୭।୩: ୨୪ ଏବଂ ୨୫ ତାରିଖରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିବାରୁ ସାରା ଓଡ଼ିଶାରେ ବ୍ୟାଙ୍କ ସେବା...
ଭୁବନେଶ୍ୱର,୧୭।୩: ଚୋରି , ଛିନ୍ତାଇ, ଲୁଟ୍ ଏହା ନିତିଦିଦିଆ ଘଟଣାରେ ପରିଣତ ହୋଇଛି। ଭୁବନେଶ୍ୱରରେ ଦିନ ଦ୍ୱିପହରରେ ଲୁଟ୍ ହେଉଛି। ୬ ମାସରେ ଭୁବନେଶ୍ବରର ୧୮ଟି...