ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟରେ ଲୋକପାଳ ନିଯୁକ୍ତ

ଭବାନୀପାଟଣା,୩୧।୧୦( ଉତ୍ତମ କୁମାର ଦାଶ)- ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟର ଲୋକପାଳ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ନିଯୁକ୍ତି ଦିଆଯାଇଛି। ବିଶ୍ବବିଦ୍ୟାଳୟ କୂଳସଚିବଙ୍କ ପତ୍ରସଂଖ୍ୟା ୨୫୧୦/୩୦.୧୦.୨୪ ଅନୁଯାୟୀ ସମ୍ବଲପୁର ବିଶବିଦ୍ୟାଳୟ ଅର୍ଥନୀତି ଅନୁଯାୟୀ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି ।

ପ୍ରକାଶ ଯେ, ମା’ ମାଣିକେଶରୀ ବିଶବିଦ୍ୟାଳୟରେ ଲୋକପାଳ ନିଯୁକ୍ତି ପାଇଁ କଳାହାଣ୍ଡି ଛାତ୍ର ସଂଘ ପକ୍ଷରୁ ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଓ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିକଟରେ ଦାବି କରିଥିଲା । ଲୋକପାଳ ନିଯୁକ୍ତି ଦାରା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଅନେକ ସମସ୍ୟାର ସମାଧାନ ହେଇପାରିବ ବୋଲି ପିଲାମାନେ ଆଶା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲା କଂଗ୍ରେସ; ଏମିଜିଏନଇଆରଇଜିଏସ ଯୋଜନାର ନାଁ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ…

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ…

କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ…

ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ

ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…

ରାସ୍ତା ପାର୍‌ ହେଉଥିବାବେଳେ ବିରାଟକାୟ ଅଜଗର ଉପରେ ମାଡିଗଲା ଗାଡି, ତା’ପରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ନିୟନ୍ତ୍ରିତ ବଜାର କମିଟି କପାମଣ୍ଡି କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟରାସ୍ତା କଡରୁ ଗୁରୁବାର ଏକ ୧୩ ଫୁଟିଆ…

ଚାଲିଛି କୃଷ୍ଣସାର ମୃଗ ଗଣନା: ଗଣନା କାର୍ଯ୍ୟକୁ ତଦାରଖ କରୁଛନ୍ତି ଡିଏଫ୍‌ଓ

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ, ଭଞ୍ଜନଗରସ୍ଥିତ ଘୁମୁସର ଦକ୍ଷିଣ ବନଖଣ୍ଡ ଓ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗୁରୁବାର କୃଷ୍ଣସାର ମୃଗ ଗଣନା ଚାଲିଛି…

ଲେସ୍‌ ଟେଣ୍ଡର ପକାଇବେ ନାହିଁ ଠିକାଦାର, ନୂଆ ନିୟମ ଅନୁସାରେ ହେବ ଏମିତି…

ଗୁଣପୁର,୨୯ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ଉପଖଣ୍ଡସ୍ତରୀୟ ଠିକାଦାରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଶେଫାଳି ପାହାଡ଼ ନିକଟ ଗଣେଶ-ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri