ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟରେ ଲୋକପାଳ ନିଯୁକ୍ତ

ଭବାନୀପାଟଣା,୩୧।୧୦( ଉତ୍ତମ କୁମାର ଦାଶ)- ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟର ଲୋକପାଳ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ନିଯୁକ୍ତି ଦିଆଯାଇଛି। ବିଶ୍ବବିଦ୍ୟାଳୟ କୂଳସଚିବଙ୍କ ପତ୍ରସଂଖ୍ୟା ୨୫୧୦/୩୦.୧୦.୨୪ ଅନୁଯାୟୀ ସମ୍ବଲପୁର ବିଶବିଦ୍ୟାଳୟ ଅର୍ଥନୀତି ଅନୁଯାୟୀ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି ।

ପ୍ରକାଶ ଯେ, ମା’ ମାଣିକେଶରୀ ବିଶବିଦ୍ୟାଳୟରେ ଲୋକପାଳ ନିଯୁକ୍ତି ପାଇଁ କଳାହାଣ୍ଡି ଛାତ୍ର ସଂଘ ପକ୍ଷରୁ ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଓ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିକଟରେ ଦାବି କରିଥିଲା । ଲୋକପାଳ ନିଯୁକ୍ତି ଦାରା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଅନେକ ସମସ୍ୟାର ସମାଧାନ ହେଇପାରିବ ବୋଲି ପିଲାମାନେ ଆଶା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?