୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ

ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍‌ ଷ୍ଟାର୍ଟଅପ୍‌ ବୁମ୍‌ ସୁପରସୋନିକ୍‌ଠାରୁ ୟୁନାଇଟେଡ୍‌ ଏୟାରଲାଇନ୍ସ ୧୫ଟି ବିମାନ କିଣିବ। ବର୍ତ୍ତମାନ ଉଡ଼ାଣ କରୁଥିବା ଏୟାରକ୍ରାଫ୍ଟଗୁଡ଼ିକର ବେଗଠାରୁ ବୁମ୍‌ ବିମାନର ଗତି ୨ ଗୁଣ ଅଧିକ। ତେବେ ଏହି ଯାତ୍ରୀ ସେବା ୨୦୨୯ରେ ଆରମ୍ଭ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଏକ ମିଳିତ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ଜଣଙ୍କ ଜୀବନ ବଞ୍ଚାଇଲେ ୫ବର୍ଷର ଶିଶୁ

ଓ୍ବାଶିଂଟନ୍‌, ୩୦।୭: ଆମେରିକାର ଚିକାଗୋ ସହରରେ ଜଣେ ୫ବର୍ଷର ଶିଶୁ ପାଇଁ ଘରର ୧୩ ଜଣ ସଦସ୍ୟଙ୍କ ଜୀବନ ବଞ୍ଚିଯାଇଛି। ରୋଷେଇ ଘରେ ନିଆଁ ଲାଗିଥିବାର...

ଫସିଗଲା ରୁଷିଆ, କଡ଼ା ଜବାବ ଦେବାକୁ ପ୍ରସ୍ତୁତ ଅନେକ ଦେଶ

ନ୍ୟୁୟର୍କ,୨୨।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସୀମାରେ ବିପୁଳ ସଂଖ୍ୟାରେ ଯୁଦ୍ଧାସ୍ତ୍ର ଖଞ୍ଜି ୟୁକ୍ରେନକୁ ଭୟଭୀତ କରୁଥିବା ରୁଷିଆ ଏବେ...

ଜୀବିତ ଅଛନ୍ତି ଟୋଲୋ ନ୍ୟୁଜର ଖବରଦାତା

କାବୁଲ,୨୬ ।୮: ଆଫଗାନିସ୍ତାନରେ ତାଲିବାନ କାୟା ବିସ୍ତାର କରିବା ପରେ ସେଠାରେ ଏବେ କେବଳ ଭୟ ହିଁ ଭୟ । ଏହାରି ଭିତରେ ଏକ ଖବର...

୨୪ ଘଣ୍ଟାରେ ୪୬ ହଜାର ନୂଆ ମାମଲା

ଓ୍ବାଶିଂଟନ/ଲଣ୍ଡନ/ବ୍ରାଜିଲିଆ, ୧୭।୫: କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇ ଦେଇଛି। ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି କାହାରିକୁ ବାଟ ଦେଖାଯାଉ ନାହିଁ। ଗତ ୪...

ଦାଢ଼ି ନ ଥିଲେ ଅଫିସ ମନା

କାବୁଲ,୨୯।୩: ଆଫଗାନିସ୍ତାନର ସରକାରୀ କର୍ମଚାରୀ ଦାଢ଼ି ରଖି ନ ଥିଲେ ସେମାନଙ୍କୁ ଅଫିସରେ ପ୍ରବେଶ ଅନୁମତି ମିଳିବ ନାହିଁ। ସେହିପରି ଡ୍ରେସ୍‌ କୋଡ୍‌ ନିୟମ ପାଳନ...

ଚାଇନା ଉପରେ ପଡୁଛି ଚାପ

ଓ୍ବାଶିଂଟନ,୨୮ା୫: କରୋନା ଭାଇରସର ଉତ୍ପତ୍ତି ଅନୁସନ୍ଧାନ ପାଇଁ ବିଭିନ୍ନ ଆଡୁ ଚାଇନା ଉପରେ ଚାପ ପଡୁଛି। ଏପରିକି କରୋନା ବିଶ୍ୱ ମହାମାରୀର ମୂଳ ପର୍ଯ୍ୟନ୍ତ ପହଞ୍ଚିବା...

ଉଲଗ୍ନ ହୋଇ ରାଜପଥରେ ଦୌଡ଼ିଲେ ଯୁବକ, ଲୋକେ କହିଲେ ଏମିତି

ଆମେରିକାର ଓହିଓର ରାଜପଥରେ, ଯେତେବେଳେ ଜଣେ ଯୁବକ ହାତରେ ସେଲଫି ଷ୍ଟିକ ଧରି ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ରାଜପଥରେ ଦୌଡିବାକୁ ଲାଗିଲେ। ତାଙ୍କୁ ଦେଖି ଲୋକମାନେ...

ନେପାଳରେ ୫ ବୁଦ୍ଧମୂର୍ତ୍ତି ଭାଙ୍ଗିଦେଲେ

କାଠମାଣ୍ଡୁ, ୧୯ା୭  (ପି.ଟି.): ନେପାଳର ରୁପନ୍‌ଦେହୀ ଜିଲାର ତିିଳୋତ୍ତମା ମ୍ୟୁନିସିପାଲିଟି ଅଞ୍ଚଳ ଅନ୍ତର୍ଗତ ଲୁମ୍ବିନୀ ନିକଟରେ ଦୁର୍ବୃତ୍ତମାନେ ୫ଟି ବୁଦ୍ଧମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ବାଲି, ସିମେଣ୍ଟ ଓ...

Advertisement
Archives

Model This Week