Posted inଫୁରସତ

ଏକଲାପଣ ଦୂର କରିବାକୁ ଏମିତି ପଦକ୍ଷେପ ନେଲେ ଯୁବକ, ଏବେ ତାଙ୍କ ନିକଟରେ ଯୁବତୀଙ୍କ ଲମ୍ବା ଲାଇନ୍‌

କରୋନା ମହାମାରୀ ଯୋଗୁ ଅଧିକାଂଶ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଆସିଛି। ଏହି ସମୟ ମଧ୍ୟରେ କିଛି ଲୋକ ଲକ୍‌ଡାଉନ୍‌ ହେତୁ ବହୁତ ଉଦାସୀନ ଥିଲେ। ଫଳରେ ଅଜବ ପଦକ୍ଷେପ ସବୁ ଗ୍ରହଣ କରିଛନ୍ତି। ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଜଣେ ଯୁବକ ନିଜର ଏକଲାପଣ ଦୂର କରିବାକୁ ଫେସ୍‌ବୁକ୍‌ର ସାହାରା ନେଇଛନ୍ତି। ଏଥିରେ ସେ ନିଜର ସମସ୍ତ କଥା ଶେୟାର କରୁଛନ୍ତି। ଘରଠାରୁ ଆରମ୍ଭ କରି ପୋଷା କୁକୁର ପର୍ଯ୍ୟନ୍ତ।

ଏପରି ଘଟଣା ଦେଖିବାକୁ ମିଳିଛି ବ୍ରିଟେନ୍‌ରେ। ନର୍ଥଶାୟାରର ୩୦ ବର୍ଷୀୟ ଆଲାନ କ୍ଲିଟନ ବର୍ତ୍ତମାନ ସୁଦ୍ଧା ଅବିବାହିତ ଅଛନ୍ତି। ସେ ଅନେକ ଡେଟିଂ ଆପ୍‌ ବ୍ୟବହାର କରିଥିଲେ। କିନ୍ତୁ କୌଣସି ସାଥୀ ଖୋଜି ପାରି ନ ଥିଲେ। ପରେ ନିଜ ସେଲର ସେଟ୍‌ ଅପ୍‌ କରିବାର ତାଙ୍କର ଆଇଡିଆ ଆସିଲା।

ବୃତ୍ତି ଅନୁଯାୟୀ ଆଲାନ୍‌ ଜଣେ ଡ୍ରାଇଭର। ମାଗଣା ଏବଂ ବ୍ୟବହାର ପାଇଁ ଭଲ ବୋଲି ଫେସ୍‌ବୁକରେ କହିଥିଲେ। ନିଜକୁ ବିକ୍ରୟ କରିବାକୁ ପ୍ରସ୍ତୁତ ଥିବା ଆଲାନ ଫେସ୍‌ବୁକ୍‌ରେ ଲେଖିଥିଲେ। ଏହି ପୋଷ୍ଟକୁ ଲୋକେ ପସନ୍ଦ କରିବା ସହ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି।
ସୋସିଆଲ ମିଡିଆରେ ଆଲାନଙ୍କ ଫେସବୁକ୍‌ ପୋଷ୍ଟ ତୀବ୍ର ଗତିରେ ଭାଇରାଲ ହେବାରେ ଲାଗିଛି। ସେ ଏହି ପୋଷ୍ଟରେ ଅନେକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଫଟୋଗୁଡ଼ିକ ଲୋକଙ୍କୁ ଭଲ ଲାଗୁଥିବାରୁ ସେମାନେ ମଧ୍ୟ ଏହାକୁ ଶେୟାର କରୁଛନ୍ତି। ତାଙ୍କ ପୋଷ୍ଟ ଦେଖି ଅନେକ ଯୁବତୀ ତାଙ୍କ ସହ ଏବେ ଡେଟ୍‌ କରିବାକୁ ଅନୁରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri