ଲମ୍ବା ବ୍ୟାଙ୍କ ଛୁଟି: ମହାଶିବରାତ୍ରି ପାଇଁ ତିନି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୬ା୩: ମାର୍ଚ୍ଚ ୮ ଶୁକ୍ରବାର ସାରା ଦେଶରେ ମହାଶିବରାତ୍ରୀ ପାଳନ କରାଯାଉଥିବା ବେଳେ ଅନେକ ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ। ଏହି ଛୁଟି ରାଜ୍ୟ ସରକାର ଏବଂ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ର ଛୁଟି ତାଲିକା ଉପରେ ନିର୍ଭର କରେ। କେନ୍ଦ୍ରୀୟ ବ୍ୟାଙ୍କ ଛୁଟି ତାଲିକା ଅନୁଯାୟୀ ମାର୍ଚ୍ଚ ମାସରେ ରାଜ୍ୟଗୁଡିକରେ ବ୍ୟାଙ୍କଗୁଡିକ ୧୪ ଦିନ ବନ୍ଦ ରହିବ ଏବଂ ଅନେକ ରାଜ୍ୟରେ ଲଗାତାର ତିନି ଦିନ ବ୍ୟାଙ୍କ ଛୁଟି ଦିନ ଦୁଇଥର ରହିବ। ଏହାର ଅର୍ଥ ଦୁଇଟି ଲମ୍ବା ଛୁଟିଦିନ ମାର୍ଚ୍ଚ ମାସରେ ପଡିବ।

ଏହି ଛୁଟିଦିନଗୁଡ଼ିକରେ ସମସ୍ତ ରବିବାର, ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର, ସାଧାରଣ ଛୁଟିଦିନ ଏବଂ ନିର୍ଦ୍ଦିଷ୍ଟ ରାଜ୍ୟଗୁଡିକରେ କିଛି ଆଞ୍ଚଳିକ ଛୁଟି ସାମିଲ ରହିଛି। ତେଣୁ ବ୍ୟାଙ୍କରେ ଆପଣଙ୍କର କିଛି କାମ ଥିଲେ ମାର୍ଚ୍ଚ ମାସରେ ଥିବା ଛୁଟି ଦିନ ଗୁଡିକୁ ଆଜି ଜାଣି ନିଅନ୍ତୁ।

ମହାଶିବତ୍ରୀ ବ୍ୟାଙ୍କ ଛୁଟି: ମାର୍ଚ୍ଚ ୮ ରେ ମହାଶିବରାତ୍ରୀ ପାଇଁ କେତେକ ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ। ଏହା ପରେ ଦ୍ୱିତୀୟ ଶନିବାର ଏବଂ ରବିବାର ମଧ୍ୟ ବ୍ୟାଙ୍କ ରହିବ।

ଶୁକ୍ରବାର ଦିନ ଗୁଜୁରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଓଡ଼ିଶା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଜମ୍ମୁ-ଶ୍ରୀନଗର, କେରଳ, ଉତ୍ତରପ୍ରଦେଶ, ଛତିଶଗଡ, ଝାଡ଼ଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ବ୍ୟାଙ୍କ ବନ୍ଦ ରହିବ।

ଏହାପରେ ହୋଲି ପାଇଁ ମାର୍ଚ୍ଚ ୨୬ରେ ଓଡ଼ିଶା, ମଣିପୁର ଏବଂ ବିହାରରେ ବ୍ୟାଙ୍କ ବନ୍ଦ ରହିବ। ସେହିଭଳି ମାର୍ଚ୍ଚ ୨୭ ବିହାରରେ ବ୍ୟାଙ୍କ ଗୁଡିକ ବନ୍ଦ ରହିବ। ଶେଷରେ ମାର୍ଚ୍ଚ ୨୯ରେ ତ୍ରିପୁରା, ଆସାମ, ରାଜସ୍ଥାନ, ହିମାଚଳ ପ୍ରଦେଶ, ଜମ୍ମୁ ଏବଂ ଶ୍ରୀନଗରରେ ବ୍ୟାଙ୍କ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri