E-KYC ପାଇଁ ଲମ୍ବା ଲାଇନ, ସରକାର କହିଲେ ନାହିଁ ….

ଭୁବନେଶ୍ୱର,୧୦।୯: ଗାଁଠୁ ସହର ସବୁଠି E-KYC ପାଇଁ ଲମ୍ବା ଲାଇନ୍‌ । E-KYC ନକଲେ ରାସନ ସାମଗ୍ରୀ ହିତାଧିକାରୀଙ୍କୁ ମିଳିବନି । ଏନେଇ କଣ୍ଟ୍ରୋଲ ଡିଲରଙ୍କ ପାଖରେ ହିତାଧିକାରୀ ଲାଇନ ଲଗାଉଛନ୍ତ। ହେଲେ ଡିଲରମାନେ ଟୁ-ଜି ସପୋର୍ଟ ମେଶିନ ବ୍ୟବହାର କରୁଥିବାରୁ ଲିଙ୍କ ଫେଲ ସମସ୍ୟା ଦେଖାଦେଉଛି । ଯେଉଁଥିପାଇଁ କଣ୍ଟ୍ରୋଲ ଡିଲରଙ୍କ ପାଖରେ ଲମ୍ବା ଧାଡ଼ି ଦେଖିବାକୁ ମଳିଛି । କଟକରେ ଏଭଳି ସମସ୍ୟା ଦେଖାଦେଇଥିବା ବେଳେ ମାସେ ମଧ୍ୟରେ ଇ-କେୱାଇସି ପ୍ରକ୍ରିୟା କେମିତି ସରିବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।
ଅନ୍ୟପକ୍ଷେୁ ଏହାର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

 

ପୂର୍ବରୁ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ମିଳିବ ନୂଆ ରାସନ କାର୍ଡ। ବିଧାନସଭା ଅଧିବବେଶନ ଚାଲିଥିବା ବେଳେ ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି। E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ଏସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ  ଯୋଗ୍ୟ ହିତାଧତକାରୀ ଏହି ସୁବିଧା ପାଇବେ।

ପୂର୍ବରୁ ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଥିଲେ। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଥିଲେ। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି। କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri