Posted inଫୁରସତ

ଲମ୍ବା ନାକ ରେକର୍ଡଧାରୀଙ୍କ ମୃତ୍ୟୁ

ଅଙ୍କାରା: ଲମ୍ବା ନାକ ପାଇଁ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡ କରିଥିବା ମେହମେତ୍‌ ଓଜୁରେକ୍‌ (୭୫)ଙ୍କ ନିକଟରେ ମୃତ୍ୟୁ ହୋଇଛି। ସେ ଏଥିପାଇଁ ୨୦୦୧, ୨୦୧୦ ଏବଂ ତୃତୀୟ ଥର ପାଇଁ ୨୦୨୧ରେ ପୁରସ୍କୃତ ହୋଇଛନ୍ତି। ତାଙ୍କ ନାକର ଲମ୍ବ ୮.୮ ସେଣ୍ଟିମିଟର। ସେ କିଛି ଦିନ ହେବ ଅସୁସ୍ଥ ଥିଲେ। ଆସନ୍ତା ସପ୍ତାହରେ ତାଙ୍କର ହାର୍ଟ ସର୍ଜରି ହୋଇଥାନ୍ତା। ମେହମେତ୍‌ଙ୍କ ନାମ ଭଗବାନଙ୍କ ବରଦାନ ଥିବା ସେ କହିଥିଲେ। ଫଳରେ ସେ ଯେଉଁଠାକୁ ଯାଉଥିଲେ ସାଙ୍ଗେ ସାଙ୍ଗେ ସେଠାର ବାସ୍ନାକୁ ଅନ୍ୟମାନଙ୍କ ଅପେକ୍ଷା ଶୀଘ୍ର ଶୁଙ୍ଘିପାରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବସୁଧୈବ କୁଟୁମ୍ବକମ୍‌ ଲକ୍ଷ୍ୟ

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦ୍ୱାରା ସମ୍ପର୍କ ଦୃଢ଼ ହୁଏ। ଫଳରେ ନକାରାତ୍ମକ ଚିନ୍ତାଧାରା ଦୂର ହୋଇ ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ଏହା ପରିବାର-ପରିବାର, ସମାଜ-ସମାଜ, ରାଜ୍ୟ-ରାଜ୍ୟ...

ସୋସିଆଲ ମିଡିଆରେ ଏମିତି ଦୁଃଖଭରା ବାର୍ତ୍ତା ଲେଖିଲେ ଏହି ବ୍ୟକ୍ତି, ସହାୟତା ପାଇଁ ଆଗେଇ ଆସିଲେ ଲକ୍ଷାଧିକ ଲୋକ

କରୋନା ଭୂତାଣୁ ଯୋଗୁ ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇଛନ୍ତି। ଅନେକ ଲୋକ ଦୀର୍ଘମାସ ଧରି ବେକାର ଅଛନ୍ତି ଏବଂ ନୂତନ ଚାକିରିର...

ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍‌ ମିଡ଼ିଆରେ ହେଲେ ଟ୍ରୋଲ୍‌

ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର...

୪୨ ଫୁଟ୍‌ର ଲମ୍ବା ନଖ, ୨୫ ବର୍ଷ ହେବ କାଟି ନାହାନ୍ତି…

ଆମେରିକାର ୬୩ ବର୍ଷୀୟା ଡାଏନା ଆମ୍ରଷ୍ଟ୍ରଙ୍ଗ ଦୀର୍ଘ ୨୫ ବର୍ଷ ହେବ ନିଜ ଦୁଇ ହାତର ନଖ କାଟି ନାହାନ୍ତି। ଫଳରେ ଏବେ ତାଙ୍କ ଦୁଇ...

ଅଜବ ଡ୍ରାଇଭିଂ ରୁଲ୍ସ: କାର୍‌ ମଇଳା ଥିଲେ ଜରିମାନା; ଟ୍ରାଫିକ୍‌ ପୋଲିସ୍‌କୁ ରାଗିକି ଅନାଇଲେ ବି ଦଣ୍ଡ

ପୃଥିବୀରେ ଅଛି ଅନେକ ଦେଶ। ସବୁ ଦେଶର ଚଳଣି, ନୀତି ନିୟମ ଭିନ୍ନ ଭିନ୍ନ ହୋଇଥାଏ। ସେଥିପାଇଁ ଯେଉଁଠିକୁ ଗଲେ ସେଠାକାର ନିୟମ ମାନିବାକୁ ହୁଏ।...

ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ

୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର...

‘ଚନ୍ଦ୍ରୟାନ-୨’ ମିଶନ

ଶେଷ ପାଦରେ ଉପନୀତ ୨୦୧୯। ଚଳିତବର୍ଷ ଘଟିଥିବା ପ୍ରମୁଖ ବିଜ୍ଞାନ ତଥା ସ୍ବାସ୍ଥ୍ୟଭିତ୍ତିକ ତଥ୍ୟାବଳୀକୁ ନେଇ ଉପସ୍ଥାପନା… ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା...

କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!

ଲସ୍‌ ଆଞ୍ଜେଲସ୍‌,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍‌ ଗାୟକ...

Advertisement
Archives

Model This Week