ଦୀର୍ଘ ବର୍ଷର ସମସ୍ୟା ହେଲା ଦୂର, ଆରମ୍ଭ ହେବ ଠାକୁରାଣୀ ମନ୍ଦିର ରାସ୍ତା ସହ ଗାର୍ଡ ୱାଲ

ଗଞ୍ଜାମ,୧୫।୧୧,(ବିଦ୍ୟାଧର ସାହ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ଠାକୁରାଣୀ ମନ୍ଦିର ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଥିଲା l ଦୈନଦିନ ମନ୍ଦିରରକୁ ଯାଉଥିବା ଭକ୍ତଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଉଥିଲା l ସରପଞ୍ଚ ମମତା ବେହେରାଙ୍କ ନିଜସ୍ବ ପ୍ରଚେଷ୍ଟାରେ ନରେଗା ଯୋଜନାରେ ରାସ୍ତା ଓ ଗାର୍ଡ ୱାଲ ନିର୍ମାଣ ପାଇଁ ୮ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା l ଶନିବାର ଉକ୍ତ ରାସ୍ତା ଓ ଗାର୍ଡ ୱାଲ ନିର୍ମାଣ ପାଇଁ ସରପଞ୍ଚ ବେହେରା ଭୂମି ପୂଜନ କରିବା ସହ ଶୁଭ ଦେଇଛନ୍ତି l ଭୂମି ପୂଜନ ବେଳେ ଜିଆରଏସ ରଘୁନାଥ ରେଡି, କୁଶପଲ୍ଲୀ ଗ୍ରାମ୍ୟ କମିଟି ସଭାପତି ବଟ ବିଶ୍ୱାଳ, ସମ୍ପାଦକ ପ୍ରକାଶ ବିଶ୍ୱାଳ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା, ଗାଁ ସାଥି ସମୀର ବିଶ୍ୱାଳ, ନବଘନ ମାହାଙ୍ଗୁଡ଼ ପ୍ରମୁଖ ଉପସ୍ଥିତ ଥିଲେ l ଏକ ମାସ ମଧ୍ୟରେ ରାସ୍ତା ଓ ଗାର୍ଡ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ କରିବାକୁ ସରପଞ୍ଚ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି l

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri