ତଳେ ଚାହିଁ ବସିଛି ମୃତ୍ୟୁ: ସରୁଡାଳରେ ଲଟକିଛି ଜୀବନ ଭିଡିଓ ଭାଇରଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବାଘଗୁଡିଙ୍କୁ ପାଣିରେ ଖେଳୁଥିବା ଦେଖିବାକୁ ମିଳୁଛି। ପାଣି ଉପରେ ଗଛ ଡାଳକୁ ଧରି ମାଙ୍କଡ ଛୁଆଟି ଲଟକିଛି। ଯାହାକୁ କାବୁ କରିବାକୁ ବାଘମାନେ ଚେଷ୍ଟା କରୁଛନ୍ତି। ହେଲେ ସେ ତାର ଜୀବନକୁ ଏକ ସରୁ ଡାଳରେ ଲଟକେଇ ରଖିଛି। ଶେଷ ପର୍ଯ୍ୟନ୍ତ ଜୀବନ ବଞ୍ଚେଇବାକୁ ଚେଷ୍ଟା କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଜେଲ ଅଧୀକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବ୍ରହ୍ମପୁର ସର୍କଲ ଜେଲ ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) ନିଜ କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ତେଣୁ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କେରଳ...

ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ...

ଆର୍ଥତ୍କ ଜନଗଣନା ନେଇ ଦିନିକିଆ କର୍ମଶାଳା

ନୂଆପଡା ଅଫିସ,୨୭ା୮ ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ୭ମ ଆର୍ଥତ୍କ ଜନଗଣନା ସମ୍ପର୍କୀତ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ସୀତାରାମ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା...

ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର...

ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ...

ମଶାଣିରେ ଫିଙ୍ଗିଦେଲେ ମୃତଦେହ

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ...

୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

ଭବାନୀପାଟଣା/କେସିଙ୍ଗା, ୧୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଶନିବାର ଆଉ ୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ଜଣ ମହିଳା ଡାକ୍ତର...

Advertisement
Archives

Model This Week