ମନ ଖୋଜେ ସାଥୀ…

ସୃଷ୍ଟିର ନିୟମ ଅନୁସାରେ ପ୍ରତିଟି କୀଟ-ପତଙ୍ଗ, କ୍ଷୁଦ୍ର ପ୍ରାଣୀଙ୍କଠାରୁ ମଣିଷ ପର୍ଯ୍ୟନ୍ତ ସଭିଙ୍କର ଜୀବନଶୈଳୀ ବିଭିନ୍ନ ବୟସରେ ଭିନ୍ନ ଭିନ୍ନ ହୋଇଥାଏ। ଏକ ନିର୍ଦ୍ଦିଷ୍ଟ ବୟସରେ ମଣିଷ ସହିତ ଅନ୍ୟ ସମସ୍ତ ପ୍ରାଣୀଙ୍କ ମଧ୍ୟରେ ବିପରୀତ ଲିଙ୍ଗଙ୍କ ପ୍ରତି ଆକର୍ଷଣ ସୃଷ୍ଟି ହେବା ଏକ ସ୍ବାଭାବିକ ପ୍ରକ୍ରିୟା। ଏହାଦ୍ୱାରା ସନ୍ତାନ ଉତ୍ପାଦନ ସମ୍ଭବ ହୋଇଥାଏ। ଡାରଉଇନ୍‌ଙ୍କ ଜୈବ ବିବର୍ତ୍ତନବାଦ ଅନୁସାରେ ଏହି ପ୍ରକ୍ରିୟା ହିଁ ଜୀବ ସୃଷ୍ଟିର ମୁଖ୍ୟ ଆଧାର। ତେବେ ଏକ ନିର୍ଦ୍ଦିଷ୍ଟ ବୟସରେ ହିଁ ଏଭଳି ଶାରୀରିକ ଏବଂ ମାନସିକ ସ୍ଥିତ ସୃଷ୍ଟି ହୋଇଥାଏ। ଏହି ବୟସ ପୂର୍ବରୁ କିମ୍ବା ପରେ ବିପରୀତ ଲିଙ୍ଗଙ୍କ ସହିତ ମିଳନ ପାଇଁ ପ୍ରାଣୀଙ୍କ ମଧ୍ୟରେ ସେତେଟା ଉନ୍ମାଦନା ସୃଷ୍ଟି ହୋଇ ନ ଥାଏ । ସମାଜତତ୍ତ୍ୱ ଅନୁସାରେ ୧୩ ବର୍ଷ ବୟସ ପରେ ମଣିଷଙ୍କ ମଧ୍ୟରେ ସାଥୀ ପ୍ରତି ଏକ ଅହେତୁକ ଭାବନା ଜାଗ୍ରତ ହୋଇଥାଏ। ମନ ସାଥୀ ଖୋଜିବା ସହିତ ଆଖିରୁ ନିଦ ବି ହଜିଯାଏ। ଏହି ବୟସଠାରୁ ସେକ୍ସ ହରମୋନର କ୍ଷରଣ ହେବା ଆରମ୍ଭ ହୋଇଥାଏ। ଫଳରେ ଉଭୟ କିଶୋରୀ ଓ କିଶୋର ପ୍ରଜନନ କ୍ଷମତା ହାସଲ କରିଥାନ୍ତି। କିଶୋରୀଙ୍କଠାରେ ଇଷ୍ଟ୍ରୋଜେନ ହରମୋନ୍‌ କ୍ଷରଣ ହେବାଯୋଗୁ ଗର୍ଭାଶୟ, ଡିମ୍ବାଣୁ ଓ ପ୍ରଜନନ ଆଦି ଅଙ୍ଗର ବିକାଶ ହୋଇଥାଏ। ସେହିପରି କିଶୋରଙ୍କ କ୍ଷେତ୍ରରେ ଏହି ବୟସଠାରୁ ଟେଷ୍ଟୋଷ୍ଟରନ୍‌ ହରମୋନ୍‌ କ୍ଷରଣ ହୋଇଥାଏ। ଫଳରେ ଶୁକ୍ରାଣୁ ସହିତ ଅନ୍ୟ ପାରିପାର୍ଶ୍ୱିକ ପ୍ରଜନନ ସ୍ଥିତିରେ ବିକାଶ ହୁଏ। ସମାନ ଅବସ୍ଥା କୀଟ-ପତଙ୍ଗ, କ୍ଷୁଦ୍ର ପ୍ରାଣୀଙ୍କଠାରୁ ବି ଦୃଷ୍ଟି ଗୋଚର ହୋଇଥାଏ। ଏହାକୁ କେହି ନ ଶିଖାଇଲେ ବି ଏହା ପ୍ରକୃତି ଦ୍ୱାରା ଆପେଆପେ ଉତ୍ପନ୍ନ ହୋଇଥାଏ ବୋଲି ଜୈବ ବିବର୍ତ୍ତନବାଦରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri