ଟ୍ରମ୍ଫକୁ ହତ୍ୟା ଧମକ: ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କୁ ମାରିବାକୁ ଇରାନ ପ୍ରସ୍ତୁତ କରିଛି କ୍ରୁଜ ମିଶାଇଲ

ତେହରାନ,୨୫ ।୨: ଇରାନରୁ ଏକ ବଡ ଖବର ସାମ୍ନାକୁ ଆସିଛି । ଏଠାରେ ଇରାନର ଟପ କମାଣ୍ଡର ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କୁ ହତ୍ୟା ଧମକ ଦେଇଛନ୍ତି । ଏଥିପାଇଁ ୧୬୫୦ କିଲୋମିଟର ପର୍ଯ୍ୟନ୍ତ ଭେଦ କରିବାର କ୍ଷମତା ରଖିଥିବା କ୍ରୁଜ ମିଶାଇଲ ପ୍ରସ୍ତୁତ କରାଯାଇଥିବା ଦାବି କରାଯାଇଛି । ଶୁକ୍ରବାର ଇରାନର ଟପ କମାଣ୍ଡର ଅମିରାଲି ହାଜିହାଦେହ ଟ୍ରମ୍ଫକୁ ହତ୍ୟା ଧମକ ଦେଇ କହିଛନ୍ତି, ଖୁବଶୀଘ୍ର ସେ ତାଙ୍କ କମାଣ୍ଡରଙ୍କ ହତ୍ୟାର ପ୍ରତିଶୋଧ ନେବେ । ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଇରାନର ଏହି ଧମକ ପଶ୍ଚିମ ଦେଶ ଓ ଆମେରିକାର ଚିନ୍ତା ବଢାଇ ଦେଇଛି ।
ସୂଚନାଯୋଗ୍ୟ, ୨୦୨୦ରେ ଆମେରିକାର ଡ୍ରୋନ୍ ଆକ୍ରମଣରେ ଇରାନର ତତ୍‌କାଳିନ ସେନା କମାଣ୍ଡର କାସିମ ସୁଲେମାନିଙ୍କର ମୃତ୍ୟୁ ହୋଇଥିଲା । ଏହାର ଜବାବରେ ଇରାନ ଆମେରିକା ସେନା ଉପରେ ବାଲେଷ୍ଟିକ ମିଶାଇଲ ଦ୍ୱାରା ଆକ୍ରମଣ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri