କଳା ପଲସରରେ ଆସି ଝାମ୍ପିନେଲେ ଚେନ୍‌

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଝିଅକୁ ସ୍କୁଲରେ ଛାଡି ଘରକୁ ଫେରୁଥିବା ବେଳେ କଳା ପଲସରରେ ପଛରୁ ଆସି ସୁନା ଚେନ ଝାମ୍ପି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ। ସ୍କୁଟିରୁ ପଡି ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ମହିଳା ଜଣକ ବୁଧବାର ସକାଳୁ ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ସ୍କୁଲକୁ ଝିଅକୁ ଛାଡିବାକୁ ଯାଇଥିଲେ । ସେଠାରେ ଝିଅକୁ ଛାଡି ଫେରୁଥିବା ସମୟରେ ହଠାତ୍‌ ୨ଜଣ ପଲସର ଆସି ସୁନା ଚେନ ଝାମ୍ପିନେଇଥିଲେ। ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବୟସ୍କଙ୍କୁ ଟିକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ...

ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୦।୯ (ବ୍ୟୁରୋ):ସାହିତି୍ୟକ, ଗାଳ୍ପିକ ତଥା କଥାକାର ଗୌରହରି ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ୪୩ତମ ‘ଶାରଳା ପୁରସ୍କାର’ ମିଳିବ। ତାଙ୍କର ସାହିତ୍ୟ କୃତି ‘ବାଘ...

ବୈଦୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ: ବଲାଙ୍ଗୀର ଟାଉନ୍‌ ଥାନାରେ ନରସିଂହଙ୍କ ଅଭିଯୋଗ

ବଲାଙ୍ଗୀର ଅଫିସ, ୨୩।୪- ମହାରାଷ୍ଟ୍ରର ପାଲାଘର ଠାରେ ସଂଘଟିତ ହତ୍ୟା ଘଟଣାକୁ ନେଇ ଏକ ଜାତୀୟସ୍ତରର ବୈଦ୍ୟୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ବିରୋଧରେ...

ନୂଆ ରୂପ ପାଇବ ନୀଳାଚଳ ଅଶୋକ

ପୁରୀ ଅଫିସ,୨୯।୮: କେନ୍ଦ୍ର ସରକାର ନୂତନ ମୁଦ୍ରୀକରଣ ବ୍ୟବସ୍ଥା ଦ୍ୱାରା ଭାରତୀୟ ଅର୍ଥନୀତିକୁ ସବଳ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ...

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ।...

ବରିଷ୍ଠ ନାଗରିକଙ୍କ ପାଇଁ ଆକ୍ସନ ପ୍ଲାନ୍‌: ଉପକୃତ ହେବେ ୧୦ ଲକ୍ଷ ବରିଷ୍ଠ ନାଗରିକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ରର ସ୍ବତନ୍ତ୍ର ଯୋଜନାକୁ ରାଜ୍ୟ ସରକାର ସହମତି ପ୍ରକାଶ କରିଛନ୍ତି। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ...

୧୭ ଓଏଏସ୍‌ ଅଫିସରଙ୍କୁ ୫ ଜିଲାର କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍‌ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର...

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ...

Advertisement
Archives

Model This Week