ପୁରୀ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ପୁରୀ ଅଫିସ,୧।୪: ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍‌ ଅଭିଯୋଗ ହୋଇଛି। ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟ୍‌ରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିବା ପରେ ଏହା ଭିତରେ ଥିବା ଆଉ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ କରି ଲୁଟ୍‌ପାଟ୍‌ କରିଛନ୍ତି ।

ମନ୍ଦିରର ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି ଲୁଟେରା । ତେବେ କେତେ ଟଙ୍କା ଲୁଟ୍‌ ହୋଇଛି ସଠିକ ଭାବରେ ଜଣାପଡ଼ିନାହିଁ। ମନ୍ଦିର ଭିତରେ ଥିବା ଆଲମିରା ଭାଙ୍ଗି ମା’ଙ୍କ ରୁପା ଅଳଙ୍କାର ବି ଚୋରି କରିଛନ୍ତି । ଘଟଣାସ୍ଥଳରେ କୁମ୍ଭାରପଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଉଛି ବର୍ଦ୍ଦି

ଢେଙ୍କାନାଳ ଅଫିସ, ୧୭।୧:  ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ...

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ...

କ୍ଷତିପୂରଣ ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୭।୫: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରେଶମ ପଞ୍ଚାୟତର ରେଶମ, ସିଂହେନପାଲି, ପ୍ରଧାନପାଲି, ଇଛାପଦର ଆଦି ଗ୍ରାମରେ ଗତ ଏପ୍ରିଲ ୭ତାରିଖ ଏବଂ...

ଗ୍ରାମବାସୀଙ୍କ ନର୍ସିଂହୋମ ଘେରାଉ ଘଟଣା: ଥାନାରେ ଏତଲା, ସମାଧାନ ପାଇଁ ଉଦ୍ୟମ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ହୁଲୁରୁସିଂହା ଜେମାଦେଈପୁରରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ଗଁା ମଝି ଦେଇ ଲିଙ୍ଗରାଯୋଡି ନାଳକୁ ଛଡ଼ାଯାଉଥିବା ଅଭିଯୋଗ କରି...

କୋଭିଡ୍‌ ଡ୍ୟୁଟିରେ ନିଯୁକ୍ତ ସେବିକାଙ୍କୁ ମିଳୁନି କ୍ୱାରାଣ୍ଟାଇନ ସୁବିଧା

କଟକ ଅଫିସ,୨୩ା୧୦: ଏସ୍‌ସିବି କୋଭିଡ ପରିଚାଳନା କମିଟି ତରଫରୁ ଆଇସୋଲେଶନ ୱାର୍ଡ ନିମନ୍ତେ ଗତ ୨୯ ତାରିଖରେ ନୁଆ ଏସ୍‌ଓପି ଜାରି କରାଯାଇଥିଲା। ତଦନୁଯାୟୀ, ଏସ୍‌ସିବି...

ଲୋକଙ୍କ ପାଇଁ ମୋ ଦୁଆର ସର୍ବଦା ଖୋଲା ରହିବ

୨୦୧୩ ବ୍ୟାଚ ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର ଅନୁଗୋଳ ଜିଲାର ୧୪ତମ ଏସ୍‌ପି ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି। ରାଜସ୍ଥାନର ଆଲୱାରଠାରେ ୧୯୮୯ରେ ଜନ୍ମଗ୍ରହଣ କରିଥିବା...

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି...

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା; ମାମଲାର ତଦନ୍ତ କରିବ ଦିଲ୍ଲୀ ସିବିଆଇ

ଫୁଲବାଣୀ ଅଫିସ, ୨୮ା୧୧ -ଦିଲ୍ଲୀ ଏମ୍‌ସ (ଅଲ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫...

Advertisement

BGU

Archives

Model This Week

Why Dharitri