ଓଡିଶା ଗ୍ରାମ୍ୟ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌: ନେଇଗଲେ ୫ ଲକ୍ଷ ଟଙ୍କା ସହ କୋଟିଏ ଟଙ୍କାର ଅଳଙ୍କାର

ପରଜଙ୍ଗ,୩।୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା ଠାରୁ ପ୍ରାୟ ୧କିଲୋମିଟର ଦୂରରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଲୁଟ୍‌ ହୋଇଛି। ୪ ଜଣ ଦୁର୍ବୃତ୍ତ ୫ ଲକ୍ଷ ଟଙ୍କା ସହ କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଥିବା ଜଣାପଡିଛି। ୫ ଶହଟି ସୁନା ଅଳଙ୍କାର ପ୍ୟାକେଟ୍‌ ୪ଟି ଟ୍ରଙ୍କରେ ରଖାଯାଇଥିଲା। ଉକ୍ତ ୪ ଟ୍ରଙ୍କକୁ ଦୁର୍ବୃତ୍ତମାନେ ଉଠାଇ ନେଇଛନ୍ତି। ଏପରିକି ଦୁର୍ବୃତ୍ତମାନେ ଫାଙ୍କା ଗୁଳି ଚାଳନା କରି ଏହି ଲୁଟ୍‌ କରିଥିବା ମହାବିରୋଡ଼ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର ଅନୁରାଗ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ସିସିଟିଭି ଆଧାରରେ ମହାବିରୋଡ଼ ପୋଲିସ ଘଟଣାର ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର୍‌ ଜବତ, ୨ ଗିରଫ

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ୧୬ନଂ ଜାତୀୟ ରାଜପଥ ବଡଚଣା ନିକଟରୁ ଗଞ୍ଜେଇ ଭର୍ତ୍ତି ଏକ କାର୍‌କୁ ଜବତ କରିଛି। ଅବକାରୀ...

ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଜମି ଉଦ୍ଧାର ପାଇଁ ପ୍ରୟାସ: ବେଆଇନ ନିର୍ମାଣ କାର୍ଯ୍ୟ ଉପରେ ୧୪୪ ଧାରା ଜାରି

ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି।...

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ...

ରାଜ୍ୟରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଓଡ଼ିଶାରେ ବୁଧବାର ରେକର୍ଡ ସଂଖ୍ୟକ ୩,୩୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବୁଧବାର ସୁଦ୍ଧା ମୋଟ୍‌ ୬୨...

୨ ମାସ ହେବ ବିଦ୍ୟୁତ୍‌ ସେବା ଅଚଳ: ସମାଧାନ ନେଇ ଗ୍ରାମବାସୀଙ୍କ ଚେତାବନୀ

କୋରୁକୋଣ୍ଡା, ୨୪।୯ (ଡ଼ି.ଏନ୍‌.ଏ) : ମାଲକାନଗିରି ଜିଲା କୋରୁକୋଣ୍ଡା ପଞ୍ଚାୟତ ଡୁରୁକାଗୁଡା ଗ୍ରାମରେ ପ୍ରାୟ ଦୁଇ ମାସରୁ ଊଦ୍ଧର୍‌ବ ହେବ ବିଦ୍ୟୁତ୍‌ ସେବା ଅଚଳ ହୋଇପଡିଛି।...

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି...

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ...

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ...

Advertisement
Archives

Model This Week