ଗ୍ରୀଲ୍‌ ଭାଙ୍ଗି ସୁନା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ,୨୯ା୬(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଦୁର୍ଯ୍ୟୋଧନ ଗୌଡ଼ଙ୍କ ଘରର ବାଡ଼ିପଟ ଗ୍ରୀଲ୍‌ ଭାଙ୍ଗି ମଙ୍ଗଳବାର ରାତିରେ ଦୁର୍ବୃତ୍ତ ପ୍ରାୟ ୮ ଭରି ସୁନା ଓ ୨୦ ଭରି ରୁପା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପରିବାର ସଦସ୍ୟ ରାତି ଭୋଜନ ସାରି ଶୋଇ ପଡ଼ିଥିଲେ। ବୁଧବାର ଭୋର୍‌ ପ୍ରାୟ ୫ଟାରେ ଦୁର୍ଯ୍ୟୋଧନ ଉଠି ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଘର ମଧ୍ୟରେ ଥିବା ଆଲମିରା କବାଟ ଖୋଲା ଯାଇଥିବା ଓ ସେଥିରେ ଥିବା ଜିନିଷ ଏଣେତେଣେ ପଡ଼ିଥିଲା। ଆଲମିରା ମଧ୍ୟରେ ଥିବା ସୁନା ମୁଦି ଦୁଇଟି, ଦୁଇଟି ସୁନାଚେନ୍‌, ରିଙ୍ଗ୍‌, ଝୁମ୍ପି ଦୁଇ ହଳ, ୨ଟି ଲକେଟ୍‌ ଏବଂ ନଗଦ ୬୦ ହଜାର ଟଙ୍କା ଚୋରି ହୋଇଥିଲା। ଏଥି ସହିତ ଦୁଇଟି ଟିଣ ପେଡ଼ି ଘରଠାରୁ ୫୦ ମିଟର ଏକ ବୁଦାମୂଳେ ତାଲା ଭାଙ୍ଗି ପଡ଼ିଥିବା ଦୁର୍ଯ୍ୟୋଧନ ଥାନାରେ ଅଭିଯୋଗ କରିଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଚୋରି ଘଟଣା ନେଇ ଥାନାରେ ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍‌ବଲ୍‌ ହେଇ ବିତୁଛେ ଲକ୍ଷ୍ମୀକଁର ଜୀବନ୍‌

ଲୋଇସିଂହା,୨୨।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ିଦର ପଁଚେତ୍‌ ଅଧୀନ ନେଗିପାଲି ଗଁାର ଲକ୍ଷ୍ମୀ ପାଇକ(୭୦)। ତାକର ଦୁଇ ଆଏଁଖ୍‌ ଠିକ୍‌ସେ ନାଇଁ ଦିଶବାର। ଇଆଡ଼େ...

‘ଯାଯାବର’ଙ୍କ ପାଇଁ ସ୍ଥିତି ଜଟିଳ

ଢେଙ୍କାନାଳ ଅଫିସ, ୧୦।୨: ଓଡ଼ିଶାର ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ରହିଛି ଢେଙ୍କାନାଳ। ଏଠାରେ ହାତୀ-ମଣିଷ ସଂଘର୍ଷ ମଧ୍ୟ କିଛି କମ୍‌ ନୁହେଁ। ଗଜ...

୧୬ ଜିଲାରେ ଖୋଲିବ ୩୪ ସିଭିଲ ଜଜ୍‌ କୋର୍ଟ

କଟକ ଅଫିସ,୨୬ା୯: ରାଜ୍ୟର ୧୬ଟି ଜିଲାରେ ୩୪ ନୂତନ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ତଥା ଜେଏମ୍‌ଏଫ୍‌ସି ପ୍ରତିଷ୍ଠା ହେବ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକର...

ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର

ନରସିଂହପୁର,୧୯ା୬(ଡି.ଏନ୍‌.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି...

ପାଣି ନ ପଡ଼ିଲେ ଧୂଳି, ପାଣି ପଡ଼ିଲେ ଦୁର୍ଘଟଣା

ଯୋଡା,୧୭।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଦେଇ ରାଜ୍ୟ ରାଜପଥ ନଂ.୨ରେ ନିର୍ମାଣାଧୀନ ଫ୍ଲାଏ ଓଭର କାର୍ଯ୍ୟ ଚାଲିଛି। ତେବେ ସହରରେ ଥିବା ସର୍ଭିସ...

ଗେଣ୍ଡୁ ଫୁଲ ଚାଷ ଦେଇଛି ସ୍ବତନ୍ତ୍ର ପରିଚୟ

ଅମରପାଲି,୩୦।୪: (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତ ବିକଲପୁର ଗ୍ରାମର ଦୁଇ ଯୁବ ଚାଷୀ ଗେଣ୍ଡୁ ଫୁଲ ଚାଷ କରି ନିଜର...

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ...

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ...

Advertisement
Archives

Model This Week