ଦମ୍ପତିଙ୍କୁ ମାଡ଼ ମାରି ଲୁଟିନେଲେ ଟଙ୍କା, ଚେନ

ନୟାଗଡ ଅଫିସ,୧୨।୫: ନୟାଗଡ଼ ଜିଲା ରଣପୁର ଥାନା କୋଟଗଡ଼ ଘାଟିରେ ବୁଧବାର ଲୁଟ ହୋଇଛି। ଦମ୍ପତିଙ୍କୁ ମାଡ଼ ମାରି ୯ ହଜାର ଟଙ୍କା ସହିତ ସୁନା ଚେନ ଲୁଟି ନେଇଛନ୍ତି ୩ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ରାଜସୁନାଖେଳା ମେଡିକାଲରେ ଭର୍ତ୍ତି କରାଯାଇଛି। ଖବରପାଇ ରଣପୁର ଥାନାର ଚାନ୍ଦପୁର ଫାଣ୍ଡି ପୋଲିସ ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସର ପ୍ରାର୍ଥୀ ହେବେ କିଶୋର ପଟେଲ

ଝାରସୁଗୁଡା ଅଫିସ୍‌,୬।୫: ବ୍ରଜରାଜନଗର ଉପନିର୍ବାଚନରେ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏଥିନେଇ ରାଜ୍ୟସ୍ତରୀୟ ଚୟନ କମିଟି ଶୁକ୍ରବାର...

ବିନୋଦିନୀ ଚିଟ୍‌ଫଣ୍ଡ ସଂସ୍ଥାର ୧୦କୋଟି ଠକେଇ: ଏସ୍‌ଡିପିଓଙ୍କ ଦ୍ୱାରସ୍ତ ହେଲେ ଜମାକାରୀ

ବ୍ରହ୍ମପୁର ଅଫିସ,୬ା୧୧-ଚିଟଫଣ୍ଡ ସଂସ୍ଥାଗୁଡିକ ଗଞ୍ଜାମ ଜିଲାର ହଜାର ହାଜର ଜମାକାରୀଙ୍କ କୋଟି କୋଟି ଟଙ୍କା ଠକି ନେଇଯାଇଛନ୍ତି। ବୈଦ୍ୟନାଥପୁର ଥାନା ଅଯୋଧ୍ୟାନଗର ପ୍ରଥମ ଲେନ୍‌ରେ ଖୋଲିଥିବା...

ମାନସିକ ବିକୃତଙ୍କୁ ପଥରରେ ଛେଚି ହତ୍ୟା

କେନ୍ଦୁଝର,୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ଼ ପଦ୍ମପୁର ବଜାରରେ ଜଣେ ମାନସିକ ଭାରସାମ୍ୟ ହରାଇଥିବା ବ୍ୟକ୍ତିଙ୍କୁ କେହି ପଥର ରେ ଛେଚ଼ି ହତ୍ୟା କରିଛି। ଏହି...

ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର...

ସାବେରୀ ନଦୀରେ ଭାସି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛତିଶଗଡ଼ ପଡିଆ ଥାନା ଅଞ୍ଚଳ ସାବେରୀ ନଦୀ କୂଳରେ ଥିବା ସିଙ୍ଗାଣିଗୁଡ଼ା ଗ୍ରାମର ଲାକା ପଡ଼ିଆମି ନଦୀରେ ଭାସି ଯାଇ ନିଖୋଜ...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ...

ସ୍ୱସ୍ତି ଏକ୍ସପ୍ରେସ୍‌, ସ୍କୁଲ ବସ୍‌ ଲୋକାର୍ପିତ

ଅନୁଗୋଳ ଅଫିସ,୪।୩ – ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସାମାଜିକ ଦାୟିତ୍ୱବାଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ବୟସ୍କ...

ତାଲିକାରେ ଆଗୁଆ, କାମରେ ପଛୁଆ

ଜଟଣୀ,୨୮ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରପରିଷଦ ସର୍ବଭାରତୀୟ ସ୍ତରରେ ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଷଷ୍ଠ ଏବଂ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ୨୦୨୦-୨୧ ମସିହାରେ ସ୍ବଚ୍ଛତା...

Advertisement
Archives

Model This Week