ଦମ୍ପତିଙ୍କୁ ମାଡ଼ ମାରି ଲୁଟିନେଲେ ଟଙ୍କା, ଚେନ

ନୟାଗଡ ଅଫିସ,୧୨।୫: ନୟାଗଡ଼ ଜିଲା ରଣପୁର ଥାନା କୋଟଗଡ଼ ଘାଟିରେ ବୁଧବାର ଲୁଟ ହୋଇଛି। ଦମ୍ପତିଙ୍କୁ ମାଡ଼ ମାରି ୯ ହଜାର ଟଙ୍କା ସହିତ ସୁନା ଚେନ ଲୁଟି ନେଇଛନ୍ତି ୩ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ରାଜସୁନାଖେଳା ମେଡିକାଲରେ ଭର୍ତ୍ତି କରାଯାଇଛି। ଖବରପାଇ ରଣପୁର ଥାନାର ଚାନ୍ଦପୁର ଫାଣ୍ଡି ପୋଲିସ ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଯାଇ ନ ପାରି ଓପାସରେ ୧୭ ଶ୍ରମିକ

ବଇଣ୍ଡା, ୨୨ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତ ମନ୍ଦରବାହାଳ ଗ୍ରାମରେ ଚେକଡ୍ୟାମ କେନାଲ ନିର୍ମାଣରେ ନିୟୋଜିତ ୧୭ ଜଣ ଶ୍ରମିକ ଘରକୁ ଯାଇ...

ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ...

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ...

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତ ମଣିନାଥପୁରସ୍ଥିତ ବୈତରଣୀ ନଦୀ ଘାଟରୁ ନିୟମିତ ବାଲି ଚୋରା ଚାଲାଣ ନେଇ ବିଭିନ୍ନ ସମୟରେ...

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ...

୧୭ ଘଣ୍ଟା ପରେ ଉଦ୍ଧାର ହେଲା କାଉଡ଼ିଆଙ୍କ ମୃତଦେହ

ଜଗତସିଂହପୁର,୧୭ା୭(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ଆଳିପିଙ୍ଗଳ ନିକଟ ଦେବୀ ନଦୀର ଅପରପାର୍ଶ୍ୱ କେତକେଶ୍ୱର ଘାଟରେ ତିର୍ତ୍ତୋଲ ଥାନା ବିଦ୍ୟାଧରପୁର ଗ୍ରାମର ରମେଶ ପ୍ରଧାନଙ୍କ ପୁଅ...

ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ...

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ...

Advertisement
Archives

Model This Week