ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି

ନୟାଗଡ଼,୨୦।୩: ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ହୋଇଛି ବଡ଼ ଚୋରି। ଦୁର୍ବୁତ୍ତମାନେ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଅଳଙ୍କାର ନେଇ ପଳାଇଥିବା କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମନ୍ଦିରରୁ ଚୋରି ସମ୍ପର୍କରେ ସ୍ଥାନୀୟ ଥାନାରେ ବୁଧବାର ମାମାମଲା ରୁଜୁ ହୋଇଛି।

ରିପୋର୍ଟ ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଓ ସୁନା ନେଇ ଯାଇଛନ୍ତି।

ବୁଧବାର ସକାଳେ ପୂଜାରୀ ଯେତେବେଳେ ମନ୍ଦିର ଖୋଲିବାକୁ ଆସିଥିଲେ ସେତେବେଳେ ମନ୍ଦିର ମୁଖ୍ୟ ଦ୍ୱାର ତାଲା ଭାଙ୍ଗି ପଡିଥିବା ସେ ଦେଖିଥିଲେ। ଏହାପରେ ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ଏହାପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ତେବେ ଘଟଣା ସମ୍ପର୍କରେ ମନ୍ଦିର କମିଟି ପକ୍ଷରୁ କୌଣସି ସୂଚନା ମିଳିପାରି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ଓଲଟିଗଲା ବାଜି, ୪୦ ବର୍ଷ ପୁରୁଣା ବାମ ଗଡ଼କୁ ଭାଙ୍ଗିଲା ଭାଜପା

ତିରୁଭାନନ୍ତପୁରମ,୧୩।୧୨: କେରଳର ନଗର ନିଗମ ନିର୍ବାଚନରେ ତିରୁଭାନନ୍ତପୁରମ ନଗର ନିଗମରେ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ଐତିହାସିକ ବିଜୟ ହାସଲ କରିଛି। ଚାରି ଦଶନ୍ଧି...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri