Posted inଜାତୀୟ

ଅଡି କାରରେ ଆସିଲେ, ସାଇକେଲ ଆରୋହୀଙ୍କ ଠାରୁ ଟଙ୍କା ଲୁଟିନେଲେ

ଜୟପୁର, ୦୮।୦୭: ରାଜସ୍ଥାନର ଜୟପୁରରେ ଅଡିକାରରେ ଆସି ଜଣେ ସାଇକେଲ ଆରୋହୀଙ୍କ ଠାରୁ ୫ ହଜାର ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ମିଳିଥିବା ସୂଚନା ଅନୁସାରେ ପୀଡ଼ିତ ଯୁବକ ଜଣକ ସାଇକେଲରେ ଯାଉଥିବା ସମୟରେ ଅଡି କାରରେ ଆସି ୪ ଜଣ ଲୋଟେରା ତାଙ୍କୁ ଅଟକାଇଥିଲେ । ସେ ରହିଯିବା ପରେ ତାଙ୍କୁ ସେମାନେ ମାଡ଼ ମାରିବା ଆରମ୍ଭ କରିଦେଇଥିଲେ । ତାଙ୍କ ପକେଟ୍‌ରୁ ୫ ହଜାର ଟଙ୍କା ଲୁଟି ପୁଣି ଗାଡ଼ିରେ ବସି ଫେରାର ହୋଇଯାଇଥିଲେ । ଏ ଘଟଣାର ସମସ୍ତ ଦୃଶ୍ୟ ଏକ ସିସିଟିଭି କ୍ୟାମେରାରେ ରେକର୍ଡ ହୋଇଛି ।

ଏହି ଘଟଣା ଜୟପୁରର ଇମଲି ଫାଟକ ପାଖରେ ଘଟିଛି । ରବିବାର ପାଖାପାଖି ୪.୧୩ ମିନିଟ୍‌ରେ ଦୁଇ ଭାଇ ଆଶିଷ୍‌ କୁମାର ଏବଂ ମନୋଜକୁମାର କରତାରପୁରରୁ ଇମଲି ଫାଟକ ଆଡ଼କୁ ଯାଉଥିବା ବେଳେ ଦ୍ରୁତ ଗତିରେ ଆସି ଅଡିକାରଟି ତାଙ୍କ ଆଗରେ ଅଟକି ଥିଲା । କାରରୁ ୪ ଜଣ ବାହାରି ମାଡ଼ ମାରିବା ସହ ଟଙ୍କା ଲୁଟିନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri