ଯୁବତୀଙ୍କୁ ମାଡ଼ମାରି ଗହଣା ଲୁଟି ନେଲେ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ପାଳଧୁଆପଲ୍ଲୀ ନିମ୍ବେଶ୍ୱର ଶିବ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ମାଡ଼ମାରି ତାଙ୍କ କାନରୁ ଦୁର୍ବୃତ୍ତ ସୁନାଗହଣା ଲୁଟି ନେଇଛନ୍ତି। ସୂଚନାନୁଯାୟୀ, ଡିମିରିଆ ଅଞ୍ଚଳର ଜଣେ ଯୁବତୀ ଶନିବାର ସକାଳେ ସାଇକଲ ଯୋଗେ ପାଳଧୁଆପଲ୍ଲୀ ଗ୍ରାମରେ ଥିବା ନିମ୍ବେଶ୍ୱର ଶିବ ମନ୍ଦିରକୁ ଯାଇଥିଲେ। ସେଠାରେ ପୂଜା ସାରି ଫେରିବା ବେଳେ ଜଣେ ମୁଖା ପିନ୍ଧା ଦୁର୍ବୃତ୍ତ ବାଇକରେ ଆସି ଯୁବତୀଙ୍କ ସାଇକଲକୁ ଧକ୍କା ଦେଇଥିଲା। ଯୁବତୀଜଣଙ୍କ ତଳେ ପଡ଼ି ଯାଇଥିଲେ। ପରେ ତାଙ୍କୁ ମାଡ଼ ମାରି ସେ ପିନ୍ଧିଥିବା ସୁନାର କନାର ଲୁଟି ନେଇ ଫେରାର ହୋଇଯାଇଥିଲା। ତେବେ ଆହତ ଅବସ୍ଥାରେ ଯୁବତୀ ଜଣଙ୍କ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଛନ୍ତି। ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?