ଦେବଗଡ଼,୨୩ା୧(ଡି.ଏନ୍.ଏ.): ଦେବଗଡ଼ ପୌର କାର୍ଯ୍ୟାଳୟ ପାଖ ଏକ ଘରୁ କେତେକ ଦୁର୍ବୃତ୍ତ ଜଣେ ବିଦେଶୀ ମଦ ଦୋକାନ ମ୍ୟାନେଜରଙ୍କ ଘର କବାଟ ତାଡ଼ି ଆଲମିରାରୁ ଦୋକାନର ବିକ୍ରି ହୋଇଥିବା ପ୍ରାୟ ସାଢ଼େ ୪ ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ସହରରେ ଚାଲିଥିବା ଉତ୍ସବ ପ୍ରଧାନ ପାଟକୁ ସମସ୍ତେ ଉପଭୋଗ କରୁଥିବା ବେଳେ ଏହାର ସୁଯୋଗରେ ଦୁର୍ବୃତ୍ତମାନେ ମଦ ଦୋକାନ ମ୍ୟାନେଜର ଗଣେଶ ପ୍ରସାଦ ରହୁଥିବା ଘରର କାଠ ଗ୍ରୀଲ୍ ତାଡ଼ି ଭିତରକୁ ପଶିବା ସହ କଟର ସାହାଯ୍ୟରେ ଘର ତାଲା ଭାଙ୍ଗି ଆଲମିରାରୁ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ସୂଚନା ପାଇ ଦେବଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେହିପରି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି ପୋଲିସ।
ମଦ ଦୋକାନ ମ୍ୟାନେଜରଙ୍କ ଘରୁ ଦୁର୍ବୃତ୍ତ ଲୁଟିନେଲେ ନଗଦ ସାଢ଼େ ୪ ଲକ୍ଷ ଟଙ୍କା
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ
ଭୁବନେଶ୍ୱର, ୩।୪(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…
ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ
କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
Archives

