ଦୋକାନରେ ପଶି ଆକ୍ରମଣ: ଲୁଟି ନେଲେ ଲକ୍ଷାଧିକ ଟଙ୍କା

ବ୍ରହ୍ମପୁର,୨୫ା୯(ସୁବାସ ଚନ୍ଦ୍ର ପାଢ଼ୀ): ଦୋକାନରେ ଭାଇ ଓ ସାଙ୍ଗ ସହ ବସିଥିବା ବେଳେ କେତେକ ଯୁବକ ସଂଘବଦ୍ଧ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ବଡ଼ବଜାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକାରୀ ଯଶୋଦାନଗର ଅଞ୍ଚଳର ବ୍ରହ୍ମ ନାରାୟଣ ସାହୁଙ୍କ ଏତଲା ମୁତାବକ, ସେ ନିଜ ବଡ଼ଭାଇ ଏବଂ ଦୁଇ ସାଙ୍ଗ ସହ ଦୋକାନରେ ବସିଥିଲେ। ସେତିକିବେଳେ ୧୭ଜଣ ଯୁବକ ଦୋକାନ ପାଖରେ ପହଞ୍ଚି ପ୍ରଥମେ ଗାଳିଗୁଲଜ କରିବା ସହ ଦୋକାନ ଉପରକୁ ପଥର ଫିଙ୍ଗିଥିଲେ। ପରେ ଦୋକାନ ଭିତରେ ପଶି ଗାଡି ଚାବି ଛଡାଇ ନେବା ସହ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି। ଅଭିଯୋଗକୁ ଭିତ୍ତି କରି ବଡବଜାର ଥାନା ପୋଲିସ ଏକ ମାମଲା(ନଂ.୩୫୧/୨୩) ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ସିଭିଲ ସର୍ଭିସ ଆଶାୟୀଙ୍କୁ ପାଠ ପଢ଼ାଇଲେ ଜିଲାପାଳ: ଅଚାନକ ପହଞ୍ଚି…

ଭଞ୍ଜନଗର,୧୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରଠାରେ ସିଭିଲ ସର୍ଭିସ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କୁ ଗଞ୍ଜାମ ଲକ୍ଷ୍ୟ ନିକେତନ ଯୋଜନା ମାଧ୍ୟମରେ ତାଲିମ ପ୍ରଦାନ କରାଯାଉଛି। ଆଜିକୁ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

ପେଟ୍ରୋଲ-ଡିଜେଲ, ଏଲପିଜି ସମ୍ପର୍କରେ ବଡ଼ ବୟାନ ଜାରି କଲା ପେଟ୍ରୋଲିୟମ ମନ୍ତ୍ରଣାଳୟ, ଭାରତ ଉପରେ…

ନୂଆଦିଲ୍ଲୀ,୧୧।୫: ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନାଗରିକଙ୍କୁ…

ଏକାଠି ହେଲେ ଗଞ୍ଜାମ ଜିଲା ଓଷ୍ଟା ନବନିର୍ବାଚିତ କର୍ମକର୍ତ୍ତା: ଡିଇଓ ଅଫିସର ଦୁର୍ନୀତି ବିରୋଧରେ ସଂଗ୍ରାମ ପାଇଁ ଆହ୍ବାନ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ):ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଗଞ୍ଜାମ ଜିଲାର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri