ସୁନା, ରୁପା ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୦।୩: କଳାହାଣ୍ଡି ଜିଲା ଜୁନାଗଡ଼ ସହର କଲମପୁରଛକ ନିକଟ ଏକ ଜୁଏଲର୍ସରୁ ବୁଧବାର ଦିନ ଦ୍ୱିପ୍ରହରେ ସୁନା ଓ ରୁପା ଭର୍ତ୍ତି ବ୍ୟାଗକୁ ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ,  ଜୁଏଲର୍ସର ଦୋକାନ ମାଲିକ ରଞ୍ଜନ କୁମାର ସାହୁ ସୁନା ଓ ରୁପା ଭର୍ତ୍ତି ବ୍ୟାଗ ଧରି ଦୋକାନ ଖୋଳିବା ପାଇଁ ଆସିଥିଲେ। ଘରୁ ନେଇ ଆସିଥିବା ସୁନା ଓ ରୁପା ବ୍ୟାଗକୁ ତଳେ ରଖି ଦୋକାନ ସଟରରୁ ତାଲା ଖୋଳୁଥିବା ବେଳେ ୨ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ବ୍ୟାଗ ଧରି ଏକ କଳା ପଲସର ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ। ଲୁଟ ଘଟଣାର ଚିତ୍ର ଲାଗିଥିବା ସିସିଟିଭିରେ କଏଦ ହୋଇଛି। ଲୁଟ ସୁନା ଓ ରୂପାର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏ ନେଇ ଜୁନାଗଡ଼ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସିସିଟିଭି ଫୁଟେଜ ଆଧାରରେ ଘଟଣାର ଯାଞ୍ଚ କରାଯାଉଥିବା ଥାନା ଅଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା: ଘରକୁ ଯାଇ ୩୨.୩୬ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଜିଲା ପ୍ରଶାସନ ପକ୍ଷରୁ ଗଠିତ...

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବତୀ, ଚାଲିଗଲା ଜୀବନ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ତାପଙ୍ଗ ଷ୍ଟେଶନରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଷ୍ଟେଶନରେ ଠିଆ ହୋଇଥିବା ଏକ ମାଲ୍‌ବାହୀ ଟ୍ରେନ୍‌ ଉପରେ ଚଢ଼ି ଜଣେ...

ହ୍ୟାଣ୍ଡବଲ ଆସୋସିଏଶନର ରୌପ୍ୟଜୟନ୍ତୀ ଉଦ୍‌ଯାପିତ: ଲୁହା ଉତ୍ପାଦନରେ ରାଜ୍ୟ, ଦେଶର ନେତୃତ୍ୱ ନେବ ଯାଜପୁର: କେନ୍ଦ୍ରମନ୍ତ୍ରୀ

ଚଣ୍ଡିଖୋଲ/ଛତିଆ୧୩।୧୦(ଡି.ଏନ.ଏ)- ପୂର୍ବ ଭାରତର ବିକାଶ ହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ। ତେଣୁ ପୂର୍ବ ଭାରତର ବିକାଶ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବାଧିକ ଗୁରୁତ୍ୱ...

କୃଷ୍ଣପୁର-କରମଙ୍ଗୀ ରାସ୍ତା ଶୋଚନୀୟ

ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ...

ବିନା କାର୍ଯ୍ୟାନୁଷ୍ଠାନରେ ‘ଅପରେଶନ କ୍ଲିନ୍‌ ଅପ୍‌’

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ଚାଲିଛି ଅପରାଧୀଙ୍କ ରାଜ୍‌। ଜେଲ୍‌ର ସେଲ୍‌ ଭିତରୁ ହେଉଛି ଅପରାଧର ବ୍ଲୁ ପ୍ରିଣ୍ଟ୍‌। ବାହାରେ ଫୁଟୁଛି ଗୁଳି,ଗଡୁଛି ମୁଣ୍ଡ।...

ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା...

ମଞ୍ଚେଶ୍ୱର ଅଟାକଳର ସୁପର୍‌ ସ୍ରେଡର୍‌: ୨୬ଜଣଙ୍କୁ କଲେ ସଂକ୍ରମିତ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା। ଲକ୍‌ଡାଉନ ସତ୍ତ୍ୱେ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଭଳି ମନେ ହେଉନାହିଁ। ଏହି କ୍ରମରେ ବୁଧବାର ୯୧...

ବୁଲିବାକୁ ଆସିଥିଲେ ମାମୁଁ ଘର, ଚାଲିଗଲା ଜୀବନ

ଫୁଲବାଣୀ ଅଫିସ,୨୭।୫: ଏକ ବିଷଧର ସାପ କାମୁଡ଼ାରେ ୩୩ ବର୍ଷର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ କଳାହାଣ୍ଡି ଜିଲା...

Advertisement
Archives

Model This Week