ଲିଙ୍ଗିପୁର ଏଟିଏମ୍‌ରୁ ଲୁଟ ଘଟଣା: ୨ ବାଲାଂଦେଶୀ ଗିରଫ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ ଘଟଣାରେ ବାଲାଂଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। କମିଶନରେଟ ପୋଲିସର ସ୍ପୋଶଲ ସ୍କ୍ବାଡ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲାଂଦେଶର ଖୋକନ ମୂଲା ଏବଂ ମିରାଜୁନ ମେହବାନ ମୂଲା। ଓଡ଼ିଶା ସମେତ ରାଜସ୍ଥାନ, ଦିଲ୍ଲୀ କୋଲକାତା ତେଲେଙ୍ଗାନା ଭଳି ରାଜ୍ୟରେ ଲୁଟରେ୍‌ ଏମାନେ ସମ୍ପୃକ୍ତ । ପୂର୍ବରୁ ଏଟିଏମ ଲୁଟ ଘଟଣାରେ ଖୋକନଙ୍କୁ ଗିରଫ କରାଯାଇଥିଲା।
ସୂଚନାଯୋଗ୍ୟ, ଗତ ୫ ତାରିଖରେ ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ ଦୁର୍ବୃର୍ତ୍ତ ତାଡି ନେଇଥିଲେ। ଏଟିଏମକୁ ଲୁଟିନେବା ପରେ ଏଟିଏମ ଭିତରେ ଓ ବାହାରେ କିଛି ଟେଣ୍ଟ ହାଉସ କପଡ଼ା ଛାଡି ଚାଲିଯାଇଥିଲେ। ପରେ ଦୟା ଦଦୀ କୂଳରୁ ଏହି ଭଙ୍ଗା ଏଟିଏମ ଉଦ୍ଧାର ହୋଇଥିଲା । ଦୁର୍ବୃତ୍ତମାନେ ଏଟିଏମ ଖାଲି କରିବା ପରେ ଏହାକୁ ନଦୀକୂଳରେ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣା ପରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri