ସେଣ୍ଟ୍ରାଲବ୍ୟାଙ୍କ ଶାଖାରୁ ଲୁଟ ଉଦ୍ୟମ

ସାକ୍ଷୀଗୋପାଳ,୨୮।୧୨(ଡି.ଏନ୍‌.ଏ): ପୁରୀ ଜିଲା ସାକ୍ଷୀଗୋପାଳ ବଜାର ଚନ୍ଦନପୋଖରୀ ନିକଟ ସେଣ୍ଟ୍ରାଲବ୍ୟାଙ୍କ ଅଳଗୁମ ଶାଖାରୁ ସୋମବାର ରାତିରେ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ବ୍ୟାଙ୍କ ପଛପାର୍ଶ୍ୱ ଝରକା ଗ୍ରୀଲକାଟି ସେଠାରେ ଲାଗିଥିବା ଉଇଣ୍ଡୋ ଏସି ବାହର କରିଥିଲେ। ସେହି ରାସ୍ତାରେ ବ୍ୟାଙ୍କ ଭିତରକୁ ପସିବାକୁ ସକ୍ଷମ ହୋଇଥିଲେ। ବ୍ୟାଙ୍କ ଭିତରେ ଲାଗିଥିବା। ସିସିକ୍ୟାମେରା ଭାଙ୍ଗି ମ୍ୟାନେଜର, କ୍ୟାସିଅର, ଆକାଉଣ୍ଟାଟ ଓ କିରାଣୀଙ୍କ ଟେବୁଲ ଡ୍ର ସହିତ ଆଲମିରାରୁ କାଗଜପତ୍ର ଏଣେ ଫିଙ୍ଗି ଦେଇଥିବା ଦେଖାଯାଉଛି। ମଙ୍ଗଳବାର ର୍ପୁାହ୍ନରେ ବ୍ୟାଙ୍କ ଖୋଲିବା ପରେ ଏହି ଘଟଣା ସମ୍ପର୍କରେ କର୍ମଚାରୀମାନେ ଜାଣିଥିଲେ। ଖବରପାଇ ସତ୍ୟାଦୀ ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ର ବ୍ୟାଙ୍କରେ ପହଞ୍ଚି ତଦନ୍ତ କରିଛନ୍ତି। ଫୋରେନ୍‌ସିକ ଟିମ ଅଧିକ ତଦନ୍ତ ଚଳାଇଛନ୍ତି। ତେବେ ବ୍ୟାଙ୍କ ଲକର୍‌ ଖୋଲିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ଏହା ସୁରକ୍ଷିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ରାସ୍ତାରେ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ...

ଠିକାସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଏମ୍‌ପି

ଢେଙ୍କାନାଳ ଅଫିସ,୨୧ା୭: ୫୫ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଥିବା ଏବଂ ବାରମ୍ବାର ଦୃଷ୍ଟି ଆକର୍ଷଣ କରିବା ପରେ କାର୍ଯ୍ୟକାରୀ ନ...

ବର୍ଷା ଅଭାବରୁ ଚାଷଜମି ଫାଟି ଆଁ

କର୍ଲାମୁଣ୍ଡା,୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଖରିଫ ଚାଷ ପାଇଁ ଆବଶ୍ୟକ ବର୍ଷା ଅଭାବରୁ ଚାଷ କାର୍ଯ୍ୟ ଆଗାଇ ପାରୁ ନ ଥିବା ଦେଖିବାକୁ ମିଳିଛି। କେତେକ...

ବାଘଛାଲ ସହ ହରିଣ ଚମଡ଼ା ଜବତ: ଜଣେ ଗିରଫ

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଏସ୍‌ଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି ବାଘ ଚମଡ଼ା ଜବତ କରାଯାଇଛି। ଏତଦ୍‌ବ୍ୟତୀତ ଶନିବାର ବିଳମ୍ବିତ ରାତିରେ ଗୋଟିଏ ବାଘ ଚମଡ଼ା...

ଅବକାରୀ ବିଭାଗ ହାତ ଖାଲି

ଅନୁଗୋଳ ଅଫିସ,୭ା୨: ଅନୁଗୋଳ ଉପକଣ୍ଠ ରାଣୀଗୁଡ଼ାର ନକଲି ମଦ ମାଫିଆ ଜୟପ୍ରକାଶ ଗୁପ୍ତାଙ୍କ ଘରେ ଚଢ଼ାଉ କରିବାର ୩୬ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅବକାରୀ ବିଭାଗର...

ଏବର୍ଷ ନାଗାର୍ଜୁନ ବେଶ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୧୦: ଚଳିତବର୍ଷ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଦେଖିପାରିବେନି ଭକ୍ତ। କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ଏହି ବେଶ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିବ। ଗୁରୁବାର...

ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନ: ୨୪୫ ଜଣଙ୍କଠାରୁ ୪୯,୩୦୦ ଟଙ୍କା ଜୋରିମାନା ଆଦାୟ

ବରଗଡ଼ ଅଫିସ୍‌,୨୧।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି କ୍ରମରେ ବରଗଡ଼...

ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ

କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍‌ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି...

Advertisement
Archives

Model This Week