ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଢେଙ୍କାନାଳ ଅଫିସ୍‌,୩।୧୦: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବରପଦାଠାରେ ଏସବିଆଇ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଲୁଟ ହୋଇଛି। ଏଟିଏମ୍‌ରେ ଟଙ୍କା ଭର୍ତ୍ତି ଥିଲା ବୋଲି ଜଣାପଡିଛି। ଏଟିଏମଟି ବରପଦା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ରାସ୍ତା କଡରେ ଥିବାବେଳେ ଏଟିଏମର ପଛପଟ କାନ୍ଥ ଭାଙ୍ଗି ଡକାୟତମାନେ ଲକ୍ଷାଧିକ ଟଙ୍କା ନେଇ ଛୁ ମାରିଥିବା ଅନୁମାନ କରାଯାଉଛି। ଏଟିଏମର ପଛପଟ କଂକ୍ରିଟ କାନ୍ଥ ତାଡି ଗ୍ୟାସ କଟର ସାହାଯ୍ୟରେ ଏଟିଏମ ଲୁଟ କରିଛନ୍ତି ଡକାୟତ। ବରପଦା ଛକ ନିକଟସ୍ଥ କାଜୁ ଜଙ୍ଗଲରୁ ସନ୍ଦେହ ଜନକ ଭାବେ ଏକ କାର ଜବତ କରିଛି ପୋଲିସ। ବ୍ୟାଙ୍କ ୪ଦିନ ଛୁଟି ଥିବାରୁ ଅଧିକ ପରିମାଣର ଟଙ୍କା ଲୋଡ କରାଯାଇଥିଲା। ଏନେଇ ଗଁନ୍ଦିଆ ଥାନା ପୋଲିସ ଅଧିକ ଖୋଳତାଡ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ...

ଭୁଜାଲି ଦେଖାଇ ଗୋରୁ ବେପାରୀଙ୍କ ଦାଦାଗିରି: ଗାଡ଼ିରୁ ଡେଇଁ କନଷ୍ଟେବଳ ଗୁରୁତର

ରୂପସା,୧।୭(ଡି.ଏନ.ଏ.):ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥରେ ଗୋରୁ ଚାଲାଣକାରୀଙ୍କ ଦାଦାଗିରି ଦିନକୁ ଦିନ ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ କରାଯାଇ ଗୋରୁଗୁଡ଼ିକୁ ଉଦ୍ଧାର କରାଯାଉଥିଲେ ମଧ୍ୟ...

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩...

‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ...

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଅଟକ

ଦାରିଙ୍ଗବାଡ଼ି,୨୩।୯(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳର ଜଣେ ଟ୍ୟୁଶନ ଶିକ୍ଷକ ଜଣେ ନାବାଳିକା ଛାତ୍ରୀ (ସପ୍ତମ ଶ୍ରେଣୀ)ଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ଅଞ୍ଚଳରେ...

ପାଚେରି ନିର୍ମାଣକୁ ବିରୋଧ ମାମଲାରେ ୧୩ ଗିରଫ

ଧର୍ମଶାଳା/ଜେନାପୁର,୧୫ା୧ (ଡି.ଏନ.ଏ.): ଜେନାପୁର ଥାନା ରାଇଛନ୍ଦା ପଞ୍ଚାୟତର ବାଲିକୁଦିଆରେ ମେଗା ପାନୀୟ ଜଳ ପ୍ରକଳ୍ପର ପାଚେରି ନିର୍ମାଣ କାର୍ଯ୍ୟକୁ ବିରୋଧ ମାମଲାରେ ପୋଲିସ ଶୁକ୍ରବାର ୧୩ଜଣଙ୍କୁ...

୭ରୁ କେନ୍ଦୁଝରରେ ଧାନ ସଂଗ୍ରହ

କେନ୍ଦୁଝର,୧୭ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍‌.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍‌ରେ...

ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ...

Advertisement
Archives

Model This Week