ପେଟ୍ରୋଲପମ୍ପରେ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟିନେଲେ ଟଙ୍କା: କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ

ବାଲେଶ୍ୱର ଅଫିସ, ୨୫।୮: ବାଲେଶ୍ବର ଜିଲା ଚାନ୍ଦିପୁର ରାସ୍ତାରେ ଥିବା ଏକ ପେଟ୍ରୋଲପମ୍ପରେ ସୋମବାର ରାତିରେ ୩ ଦୁର୍ବୃତ୍ତ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରିଛନ୍ତି। ଏହା ସହ ଟଙ୍କା ଲୁଟି ନେଇଛନ୍ତି । ଏହି ଘଟଣାରେ ପେଟ୍ରୋଲପମ୍ପର କର୍ମଚାରୀଙ୍କ ସମ୍ପୃକ୍ତିଥିବା ସନ୍ଦେହ କରି ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।
ସୂଚନାଯୋଗ୍ୟ, ରାତିରେ ଦୁର୍ବୃତ୍ତମାନେ ପେଟ୍ରୋଲପମ୍ପର ପଶି ପ୍ରଥମେ କ୍ୟାମେରାଗୁଡିକୁ ଭାଙ୍ଗିଥିଲେ। ପରେ ମ୍ୟାନେଜର ଗଜେନ୍ଦ୍ର ପାଢ଼ୀ ଶୋଇଥିବା ବେଳେ ତାଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରି ଟଙ୍କା ନେଇ ପଳାଇଥିଲେ। ଏ ନେଇ ପାଢ଼ୀ ତୁରନ୍ତ ଚାନ୍ଦିପୁର ଥାନାକୁ ଜଣାଇଥିଲେ। ଖବରପାଇ ପୋଲିସ ପହଞ୍ଚି ୩ ଲୁଟେରାଙ୍କୁ କାବୁ କରିବା ସହ ସେମାନଙ୍କଠାରୁ ଟଙ୍କା, ମୋବାଇଲ ଫୋନ୍‌ ଓ ଗାଡ଼ି ଜବତ କରିଛି। ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏହି ଲୁଟ୍‌ରେ ପେଟ୍ରୋଲପମ୍ପ କର୍ମଚାରୀ ସାମିଲ ଥିବା ଅଭିଯୋଗ ହୋଇଥିବା ବେଳେ ସେମାନଙ୍କୁ ମଧ୍ୟରୁ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରା ପଥର କାରବାରକୁ ନେଇ ଗୁଳିମାଡ଼ ଘଟଣା: ୪ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି/ଚିକିଟି, ୧୪ା୬ (ଡି.ଏନ.ଏ.)- ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ବୀରସିଂହ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ହୀରା ପଥର କାରବାରକୁ କେନ୍ଦ୍ରକରି ଗତ ୬ ତାରିଖ ଅପରାହ୍ନରେ ସୁବାସ...

ଗୁଳି କରି ଦମ୍ପତିଙ୍କୁ ହତ୍ୟା ଘଟଣା: ମାସକ ପରେ ସହଯୋଗୀ ଅଭିଯୁକ୍ତ ଗିରଫ, ଏବେ ବି ୫ ଫେରାର

ବଡ଼ବିଲ,୩୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଦମ୍ପତିଙ୍କୁ ଗୁଳି କରି ହତ୍ୟା ଘଟଣାର ମାସେ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ...

ଆଦିବାସୀଙ୍କ ଜମିରେ ଗଛ ଲଗାଇଲା ଜଙ୍ଗଲ ବିଭାଗ: ଉତ୍ତେଜନା,ଉପଜିଲାପାଳଙ୍କୁ ଭେଟିଲେ ଲୋକେ

ଛତ୍ରପୁର,୧୭ା୭(ଡି.ଏନ.ଏ.)-ବେଗୁନିଆପଡା ବ୍ଲକ ଅଧୀନ ଡଭାବଣିଆ ଆଦିବାସୀ ଗଁା ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ମିଳିଥିବା ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବାକୁ ନେଇ...

ବିଏମ୍‌ସିର ପ୍ରସ୍ତାବିତ ଡିଡିଏନ୍‌ ପ୍ରକଳ୍ପ ବନ୍ଦ : କାର୍ଯ୍ୟକାରୀ ନ ହେଉଣୁ ମିଳିଛି ସ୍କଚ୍‌ ପୁରସ୍କାର

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍‌) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ...

ମହାପ୍ରଭୁଙ୍କ ସେବାରେ ସାନପଦର ବୁଣାକାର: ପହଣ୍ଡି, ଅଣସର ଗାମୁଛା ପ୍ରସ୍ତୁତିରେ ଲାଗିଛନ୍ତି

ଖୋର୍ଦ୍ଧା ଅଫିସ,୨୪ା୫: ପବିତ୍ର ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ରଥକାମ ଅନୁକୂଳ ହୋଇଥିଲା। ୧୧ଦିନ ବିଳମ୍ବରେ ହେଲେ ମଧ୍ୟ ରଥକାମ ଆଗେଇ ଚାଲିଛି।...

ପୋଡି ହୋଇ ଯୁବତୀଙ୍କ ଜୀବନ ଗଲା

ତିହିଡି,୫।୪(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡି ଥାନା ବାରସର ପଞ୍ଚାୟତ ଅଧୀନ ମୁଟୁରିଗଡ ଗ୍ରାମରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ତ ଘଟି ଭାବଗ୍ରାହୀ ରାଉତଙ୍କର ୩ବଖରା ଘର ଜଳିଯାଇଛି।...

ବଣୁଆ ମାଈ ଭାଲୁର ମୃତଦେହ ଉଦ୍ଧାର

କେନ୍ଦୁଝର, (ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଜଡ଼ିଖୁଣ୍ଟା ଗ୍ରାମ ନିକଟରୁ ବନ ବିଭାଗ ଏକ ବଣୁଆ ମାଈ ଭାଲୁର ମୃତ ଦେହ ଉଦ୍ଧାର କରିଛି।...

ମଦ ବିକ୍ରି ବନ୍ଦ କରିବାକୁ ମହିଳାଙ୍କ ଦାବି

ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା...

Advertisement
Archives

Model This Week