ମହିଳାଙ୍କୁ ଭୁଜାଲିରେ ହାଣି ଲୁଟ୍‌

ପଦ୍ମପୁର,୨୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପଞ୍ଚାୟତର ଗୋକୁଳପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରେବତୀ ମହାକୁଡ଼ଙ୍କ ବାପଘରୁ ନଗଦ ୨ଲକ୍ଷ ୫୦ହଜାର ଟଙ୍କା, ୫ ଭରି ସୁନା- ରୁପା ଅଳଙ୍କାର ସହ ମୂଲ୍ୟବାନ ସାମଗ୍ରୀ ଲୁଟି ନେଇଛନ୍ତି। ଖବର ପାଇ ନାୟକାଣୀଡିହି ଥାନାଧିକାରୀ ସୁଶାନ୍ତ କୁମାର ମିଶ୍ର ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ବୃତ୍ତଙ୍କ ଭୁଜାଲିମାଡ଼ରେ ଗୁରୁତର ହୋଇ ରେବତୀ ବାସୁଦେବପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଫ୍‌ସଫେଇ ଲାଗି ଅଁଟା ଭିଡ଼ଲେ ମହିଲା

ଗଣ୍ଡତୁରୁମ, ୯ା୧(ଡି.ଏନ୍‌.ଏ.)-  ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ଟିହିକିପାଲି ଗଁାର ସମ୍ପୂର୍ଣ୍ଣା ସ୍ବୟଂ ସହାୟକ ଦଲର ମହିଲାମାନେ ନିରୁଜ୍‌ ଆର ସାଫ୍‌ସୁତର ପରିବେଶ ଲାଗି...

ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ...

ଭିଜିଲାନ୍ସ ହାତରେ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ,୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ ମଳୟ ନାୟକ ବୁଧବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏସ୍‌ସିଏସ୍‌ଟି ମାମଲାରେ ନାଁ ରଫାଦଫା କରିବାକୁ ୩୦ ହଜାର...

ନିଲମ୍ବିତ ହେଲେ ବିଜେଡି ଛାତ୍ର ସଭାପତି

ଝାରସୁଗୁଡ଼ା ଅଫିସ/ବଜରାଜନଗର(ଡି.ଏନ.ଏ.),୪ା୩: ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ବ୍ରଜରାଜନଗର ପୌରାଞ୍ଚଳ ବିଜୁ ଛାତ୍ର ଜନତା ଦଳ ସଭାପତି ସରୋଜ କୁମାର ଶାହଙ୍କୁ ଦଳରୁ ନିଳମ୍ବିତ କରାଯାଇଛି। ଏ...

ମଦ ବିରୋଧୀ ଆନ୍ଦୋଳନ: ଟାୟାର ଜାଳି ରାମନଗର-ମଙ୍ଗଳପୁର ରାସ୍ତା ଅବରୋଧ

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଗୁହାଳକଣି ଗ୍ରାମରେ ବୁଧବାର ମଦ ବିରୋଧୀ ଆନ୍ଦୋଳନ ଦେଖିବାକୁ ମିଳିଛି। ବେଆଇନ ମଦ ବେପାରକୁ ବିରୋଧ କରି ସ୍ଥାନୀୟ...

କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍‌

କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା...

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର...

ପେଣ୍ଟିଂ ଆର୍ଟିଷ୍ଟଙ୍କ ଜୀବନ ଦୁର୍ବିଷହ: ଫ୍ଲେକ୍ସ, ଷ୍ଟିକର ଲଗାଇ ଅନୁଦାନ ହଡ଼ପ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୨: ସହରର ସୌନ୍ଦର୍ଯ୍ୟକରଣ ଓ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରାଚୀରରେ ବିଜ୍ଞାପନ ଲେଖାଯାଉଛି। ଏଥିଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ...

Advertisement
Archives

Model This Week