ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖି ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିବାକୁ ଦାୟିତ୍ୱ ଦେଇଛନ୍ତି।

ବରିଷ୍ଠ ରାଜା ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ, ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଦାୟିତ୍ୱ ଦିଆଯାଇଛି।

ସେହିପରି ସୁନ୍ଦରଗଡ଼ ବିଧାୟକ ଯୋଗେଶ କୁମାର ଏବଂ ମନୋହର ରନ୍ଧାରୀଙ୍କୁ ଏସସି ଏବଂ ଏସଟି ବିଭାଗ ଦାୟିତ୍ୱ ମିଳିଛି। ସନାତନ ମହାକୁଡ଼ଙ୍କୁ କୃଷି ଏବଂ ଚାଷୀ ସଶକ୍ତିକରଣ, ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଧ୍ରୁବ ଚରଣ ସାହୁଙ୍କୁ ପର୍ଯ୍ୟଟନ ବର୍ଷା ସିଂହ ବରିହାଙ୍କୁ ମିଶନ ଶକ୍ତି, ସୁଶାନ୍ତ କୁମାର ରାଉତଙ୍କୁ ଖେଳ ଏବଂ ଯୁବ ବ୍ୟାପାର ଭଳି ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?