ହରଗୌରୀ ବେଶରେ ଦର୍ଶନ ଦେବେ ପ୍ରଭୁ ଆଖଣ୍ଡଳମଣି

ଧୂଷୁରୀ,୫ା୧୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଧର୍ମର ଡଙ୍ଗା ଭସାଇଛନ୍ତି। ଶହଶହ ସଂଖ୍ୟାରେ ଶ୍ରଦ୍ଧାଳୁ ନିଜ ଡଙ୍ଗାରେ ପାନ, ଗୁଆ, ଦୀପ, ଧୂପ ରଖି ଆ – କା- ମା – ବୈ କହି ଏହାକୁ ଭସାଇଥିଲେ। ଡଙ୍ଗା ଭସାଇ ସେମାନେ ପଞ୍ଚୁକ ବ୍ରତ ଭଙ୍ଗ କରିଥିଲେ।

ଶ୍ରଦ୍ଧାଳୁଙ୍କ ହରିବୋଲ, ହୁଳହୁଳି ଧ୍ବନିରେ ପୀଠ ମୁଖରିତ ହୋଇଥିଲା। ଭୋର୍‌ ୪.୩୦ରେ ବାବାଙ୍କ ମନ୍ଦିରର ପହୁଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯାଇଥିଲା ଓ ପୀଠରେ ଥିବା ଜଗନ୍ନାଥ ମନ୍ଦିରରେ ପୂର୍ଣ୍ଣ ଆଳତି ଦେଖି ଭକ୍ତମାନେ ଆନନ୍ଦିତ ହୋଇଥିଲେ। ଦିନ ତମାମ ପୀଠରେ ଭକ୍ତଙ୍କ ଭିଡ଼ ଜମିଛି। ସନ୍ଧ୍ୟାରେ ପ୍ରଭୁଙ୍କର ହରଗୌରୀ ବେଶ ଅନୁଷ୍ଠିତ ହେବ। ଏହି ବେଶ ଦେଖିଲେ ପୁଣ୍ୟ ମିଳିଥାଏ ବୋଲି ବିଭିନ୍ନ ଶାସ୍ତ୍ରରେ ଉଲ୍ଲେଖ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ...

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri