ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ

ପୁରୀ ଅଫିସ, ୮ା୧୧: ଶ୍ରୀମନ୍ଦିରରେ ସୋମବାର ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ପ୍ରଭୁ ବଳଭଦ୍ରଙ୍କୁ ହରିହର ବେଶରେ ସଜ୍ଜିତ କରିଥିଲେ। ପ୍ରଭୁ ବଳଭଦ୍ର ବାମପାର୍ଶ୍ୱରେ କଳା ଓ ଡାହାଣ ପାର୍ଶ୍ୱରେ ଧଳା ରଙ୍ଗ ବସ୍ତ୍ର ପରିଧାନ ସହ ୩୨ରୁ ଊର୍ଦ୍ଧ୍ୱ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଭୂଷିତ ହୋଇଥିଲେ। ବଳଭଦ୍ରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ହରିଙ୍କ ସହ ହରଙ୍କ ଆତ୍ମୀୟତା ଏହି ବେଶରେ ପ୍ରକଟିତ ହୋଇଥାଏ। ଶାସ୍ତ୍ରରେ ହରି ଓ ହର ଅଭିନ୍ନ ବୋଲି ଉଲ୍ଲେଖ ରହିଛି। ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧାଦାମୋଦର ବେଶରେ ଦର୍ଶନ ଦେଇଥିଲେ। ଦୀପାବଳି ଅମାବାସ୍ୟା ପରଠାରୁ ଶୁକ୍ଳ ଦଶମୀ ମଧ୍ୟରେ ପଡୁଥିବା ସୋମବାରରେ ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri