ମତ୍ସ୍ୟ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

ରିଷିଡ଼ା,୧୭ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ସେହିପରି ବ୍ଲକର ରିଷଡ଼ା, ଟକାରୁମାଲ, ରେଗଡ଼ା, ତେରେସିଙ୍ଗା, ଗଜବାହଲ, ରାଜପୁର ଆଦି ସ୍ଥାନରେ ରଥଯାତ୍ରା  ଅନୁଷ୍ଠିତ ହୋଇଥିବାବେଳେ ରିଷିଡ଼ା ମାଉସୀମା’ ମନ୍ଦିରଠାରେ ମହାପ୍ରଭୁଙ୍କ ମତ୍ସ୍ୟ ଅବତାର ବେଶ ଶୁକ୍ରବାର ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ରଥଯାତ୍ରା ପରିଚାଳନା କମିଟି ସଭାପତି କରୁଣାକର ରଣା ସମ୍ପାଦକ ଧନଞ୍ଜୟ ସାହୁ (ପାର୍ଥ), ଅଶୋକ ତ୍ରିପାଠୀ, କ୍ଷୀରସାଗର ରଣା, ଦୁଃଖମଣି ସାହୁ, ପ୍ରମୋଦ ସାହୁ (ଟୁନୁ) ସୁଶାନ୍ତ ମଲ୍ଲିକ, ସଞ୍ଜୟ ରଣା, ମୁଖ୍ୟ ପୂଜକ ମଧୁ ଦାସ ପ୍ରମୁଖ ସହଯୋଗ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri